35 ଆରି, ବାଦ୍ଲେଅନି ଏନ୍ତି ବାକିଅ ଆଇଲା, “ଏଟାସେ ମର୍ ପିଲା, ଆକେ ମୁଇ ବାଚିଆଚି, ସେ କଇବାଟା ସୁନା ।”
“ଏ ମର୍ ବାଚିରଇବା ସେବାକାରିଆ । ଆକେ ମୁଇ ଆଲାଦ୍ କଲିନି, ତାର୍ ଲଗେ ମର୍ ସାର୍ଦା । ମର୍ ଆତ୍ମା ତାର୍ ଉପ୍ରେ ଆସି ଡାବି ଅଇସି, ସେ ସବୁ ଜାତିର୍ ଲଗେ ଜାଇ ମର୍ ଟିକ୍ ବିଚାର୍ନା ଜାନାଇସି ।
ଆରି ଦେକା ଆକାସେ ଅନି ଏନ୍ତି କାତା ଆଇଲା “ଏ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।”
ଆରି ସର୍ଗେଅନି ଗଟେକ୍ ସର୍ ସୁନିଅଇଲା, “ତୁଇ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।”
ଆରି ସୁକଲ୍ ଆତ୍ମା ପରୁଆର୍ ଗାଗଡ୍ ଦାରି ଉତ୍ରି ଆସି, ଜିସୁର୍ ଉପ୍ରେ ବସ୍ଲା । ସର୍ଗେଅନି ଗଟେକ୍ ଏନ୍ତାରି ସବଦ୍ ଆଇଲା, “ତୁଇସେ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ଅଇଲିନି ।”
ସେ ଏନ୍ତି କଇବାବେଲେ ବାଦଲ୍ ଆସି ସେମନ୍କେ ଡାବିଅଇଦେଲା । ବାଦଲ୍ ଡାବିଦେଲାକେ ସେମନ୍ ଡରିଗାଲାଇ ।
ଏ ବାବା ତର୍ ନାଉଁ ଡାକ୍ପୁଟା କର । ସେ ବେଲା ସର୍ଗେଅନି ଏ କାତା କଇବା ସବଦ୍ ଆଇଲା, “ମର୍ ନାଉଁ ଡାକ୍ପୁଟା କଲିଆଚି, ଆରି ତରେକ୍ ଡାକ୍ପୁଟା କର୍ବି ।”
ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ ।
ତେବେ ଏନ୍ତାରି ରଇବା ବଡ୍ ମୁକ୍ତି ଆମେ ଏଲା କରିଦେଲେ କେନ୍ତି ରକିଆ ପାଇବାର୍ ଅଇସି ? ଏ ମୁକ୍ତିର୍ ବିସଇ ପର୍ତମେ ମାପ୍ରୁ ନିଜେ ଜାନାଇ ଆଚେ ଆରି ତାର୍ଟାନେଅନି ସୁନିରଇବା ଲକ୍ମନ୍ ତେଇର୍ ସତ୍ ଆମର୍ଟାନେ ପର୍ମାନ୍ କରି ଜାନାଇ ଆଚତ୍ ।
ଦରମ୍ସାସ୍ତରେ ଏନ୍ତାରି ଲେକା ଅଇଲାଆଚେ “ଜଦି ତମେ ଆଜି ପର୍ମେସରର୍ ବାକିଅ ସୁନ୍ସା, ତମର୍ ଆନିଦାଦିମନ୍ ଜେନ୍ତି ତାକର୍ ମନ୍ ଆଁଟ୍କରି ତାକେ ବିରଦ୍ କଲାଇ, ସେନ୍ତାରି ତମର୍ ମନ୍ ଆଁଟ୍ କରାନାଇ ।”
ସେ ପର୍ମେସରର୍ କାତା ମାନ୍ଲାକେ ପୁରାପୁରୁନ୍ ସିଦ୍ ଅଇଲା । ତାକେ ବିସ୍ବାସ୍ କର୍ବା ଲକ୍ମନ୍କେ କେବେ ନ ସାର୍ବା ମୁକ୍ତି ଦେବା ଲକ୍ ଅଇଲା ।