38 ଆରି ଦେକା ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଆଉଲିଅଇ କଇଲା, “ଏ ଗୁରୁ ମୁଇ ତମ୍କେ ବାବୁଜିଆ କଲିନି, ମର୍ ପିଲାକେ ଅଲପ୍ ଦେକି ଦୟାକରା, କାଇକେବଇଲେ ସେ ମର୍ ଗଟେକ୍ ବଲି ପଅ ।
ଆରି ଦେକା, ତେଇ ବାସାକରି ରଇଲା ଗଟେକ୍ କିଣାନିୟ ମାଇଜି ଜିସୁର୍ ଲଗେ ଆସି କଇଲା, “ଏ ଦାଉଦ୍ କୁଟୁମର୍ ମାପ୍ରୁ, ମକେ ଦୟାକରା । ମର୍ ଟକିକେ ଡୁମା ଦାର୍ଲା ଆଚେ ଆରି ସେ ବଡେ କସ୍ଟ ପାଇଲାନି ।”
ସେ ନଅରର୍ ଦୁଆର୍ଲଗେ କେଟୁ କେଟୁ, ଏଦେ ଦେକା ! ଲକ୍ମନ୍ ଗଟେକ୍ ମଲା ଲକ୍କେ ବଇଆନ୍ତେ ରଇଲାଇ । ସେ ନିଜର୍ ମାଆର୍ ଗଟେକ୍ ସେ ପିଲା, ଆରି ସେ ମାଇଜି ରାଣ୍ଡିଟା । ନଅରର୍ ବେସିଲକ୍ମନ୍ ତାର୍ ସଙ୍ଗ୍ ରଇଲାଇ ।
ଆର୍କର୍ ଦିନେ ଜିସୁ ଆରି ତିନ୍ଟା ସିସ୍ମନ୍ ଡଙ୍ଗ୍ରେଅନି ଉତ୍ରି ଆଇଲାଇ । ଆରି ସେ ଜାଗାଇ ବେସି ଲକ୍ମନ୍ ତାକର୍ସଙ୍ଗ୍ ବେଟ୍ ଅଇଲାଇ ।
ଦେକା, ତାକେ ଗଟେକ୍ ଡୁମା ଦାର୍ସି, ଆରି ସେ ଅଟାତ୍ କିର୍କିରି ଉଟ୍ସି, ତାକେ ସେ ଏନ୍ତି ମଡିପାକାଇସିଜେ, ତାର୍ ମୁଏଅନି ପେପୁଲ୍ ବାରଇଜାଇସି, ଆରି ସେ ତାକେ କଣ୍ଡିଆବଣ୍ଡିଆ କରି ତାର୍ଟାନେଅନି କସ୍ଟେ ବାରଇଜାଇସି ।
ଜିସୁ ଜିଉଦାଇ ଅନି ଗାଲିଲି ଆଇଲା ଆଚେ ବଲି ସୁନିକରି ଜର୍ ଅଇଲା ପିଲାର୍ ବାବା ତାର୍ ଲଗେ ଗାଲା । ମର୍ବା ସମାନ୍ ଅଇରଇବା ପିଲାକେ ନିମାନ୍ କର୍ବାକେ କପର୍ନାଉମେ ଜୁ ବଲି ଜିସୁକେ ଜୁଆର୍ ବିଆର୍ କଲା ।