40 ତାକେ ଡୁମା ଚାଡାଇବାକେ ବଲି ମୁଇ ତମର୍ ସିସ୍ମନର୍ ଲଗେ ଆନି ଗୁଆରି କରିରଇଲି, ମାତର୍ ସେମନ୍ ନାପାର୍ଲାଇ ।”
ଜିସୁ ସେମନ୍କେ କଇଲା, “ତମର୍ ବିସ୍ବାସ୍ ବେସି ଦୁର୍ବଲ୍ । ମୁଇ ତମ୍କେ ସତ୍ କଇଲିନି, ଜଦି ଗଟେକ୍ ସର୍ସୁ ମୁଞ୍ଜି ଏତ୍କି ତମର୍ ବିସ୍ବାସ୍ ରଇଲେ, ଏ ଡଙ୍ଗର୍, ଇତିଅନି ତେଇ ଗୁଚି ଜିବାକେ କଇଲେ, ସେଟା ଗୁଚି ଜାଇସି । ବିସ୍ବାସର୍ ଲାଗି ତମେ ସବୁ ବିସଇ କରିପାରାସ୍ ।”
ପଚେ ଜିସୁ ବାର୍ଟା ସିସ୍ମନ୍କେ ରୁଣ୍ଡାଇକରି, ସେମନ୍କେ ସବୁ ଡୁମା ଚାଡାଇବାକେ, ରଗ୍ ନିକ କର୍ବାକେ ବପୁ ଆରି ଅଦିକାର୍ ଦେଲା ।
ଦେକା, ତାକେ ଗଟେକ୍ ଡୁମା ଦାର୍ସି, ଆରି ସେ ଅଟାତ୍ କିର୍କିରି ଉଟ୍ସି, ତାକେ ସେ ଏନ୍ତି ମଡିପାକାଇସିଜେ, ତାର୍ ମୁଏଅନି ପେପୁଲ୍ ବାରଇଜାଇସି, ଆରି ସେ ତାକେ କଣ୍ଡିଆବଣ୍ଡିଆ କରି ତାର୍ଟାନେଅନି କସ୍ଟେ ବାରଇଜାଇସି ।
ଜିସୁ କଇଲା, “ଏରେ କରାପ୍ବାଟେ ଜାଇ ବିସ୍ବାସ୍ ନ କଲା ଲକ୍ମନ୍, କେତେ କାଲ୍ ଆରି ମୁଇ ତମର୍ସଙ୍ଗ୍ ମୁର୍ଚି ରଇବି, ପିଲାକେ ଇତି ଦାରିଆସା ।”