45 ମାତର୍ ସିସ୍ମନ୍ ସେ କାତା ବୁଜିନାପାର୍ଲାଇ, ଆରି ସେଟା ତାକର୍ଟାନେଅନି ଲୁଚିରଇଲା । ତେବର୍ପାଇ ସେମନ୍ ଏଟା ବୁଜିନାପାର୍ଲେ ମିସା ଜିସୁକେ ପାଚାର୍ବାକେ ଡର୍ତେରଇଲାଇ ।
ପିତର୍ ଜିସୁକେ ଅଁତ୍ରେ ଡାକିନେଇ ସେନ୍ତି ନ ଅ ବଲି ଦମ୍କାଇଲା । “ପର୍ମେସର୍ ତମ୍କେ କାଇଟା ନ କର, ମାପ୍ରୁ, ତମ୍କେ ଏ ସବୁ କେବେ ମିସା ନଅ ।”
ସିସ୍ମନ୍ ଗାଲିଲିତେଇ ରୁଣ୍ଡ୍ଲା ପଚେ ଜିସୁ ସେମନ୍କେ କଇଲା, “ନର୍ପିଲା ମୁଇ ଲକ୍ମନ୍କେ ସର୍ପି ଅଇବାର୍ ଗାଲିନି ।
ସେଟାର୍ପାଇ ପର୍ବତ୍ ଉପ୍ରେ ଜାଇଟା ସେମନ୍ ଦେକ୍ଲାଇ, ସେ ବିସଇ କାକେମିସା କଅତ୍ ନାଇ । ମାତର୍ ମଲାଟାନେଅନି ଆରିତରେକ୍ ଉଟ୍ବା ଅରତ୍ କାଇଟା ବଲିକରି ସେମନ୍ କାତାବାର୍ତା ଅଇତେରଇଲାଇ ।
ମାତର୍ ଜିସୁ କଇବା ଏ କାତାର୍ ଅରତ୍ ସିସ୍ମନ୍ ବୁଜତ୍ ନାଇ ଆରି ସେମନ୍ ସେ କାତାର୍ ଅରତ୍ ପାଚାର୍ବାକେ ଡର୍ଲାଇ ।
ମାତର୍ ସିସ୍ମନ୍ ଏ ସବୁ କାତା ଅଲପ୍ ମିସା ବୁଜିନାପାର୍ଲାଇ, ସେ ବିସଇ ସେମନର୍ଟାନେଅନି ଲୁଚିରଇଲା ।
ମାତର୍ ଜିସୁ ସେମନ୍କେ ଜନ୍ କାତା କଇଲା, ସେଟା ସେମନ୍ ବୁଜିନାପାର୍ଲାଇ ।
ତରେକ୍ ସିସ୍ମନର୍ ବିତ୍ରେ କେ ମୁକିଆ, ସେ ବିସଇ ନେଇ ଦଦାପେଲା ଅଇଲାଇ ।
ପର୍ତୁମ୍ ପର୍ତୁମ୍ ଜିସୁର୍ ସିସ୍ମନ୍ ଏ ବିସଇ ବୁଜି ନ ରଇଲାଇ । ମାତର୍ ଜିସୁ ଜେଡେବେଲା ମଲାଟାନେଅନି ଉଟ୍ଲା ପଚେ ଏ ସବୁଜାକ ଲେକା ଏତାଇଲାଇଜେ, ସାସ୍ତରେ ତାର୍ ବିସଇସେ ଲେକା ଅଇରଇଲା । ଆରି ସେମନ୍ ତାର୍ ପାଇ ସବୁ କାମ୍ କରିରଇଲାଇ ।
ସେବେଲା ସବୁ ଲକ୍ମନ୍ ତାକେ କଇଲାଇ, “ମସିଅ ସବୁ ଦିନର୍ ପାଇ ବଁଚି ରଇସି ବଲି ଆମର୍ ସାସ୍ତରେ ଲେକା ଆଚେ । ତୁଇ କେନ୍ତି ପର୍ମେସରର୍ ପିଲାକେ କୁର୍ସେ ଟେକ୍ବାଇ ବଲି କଇଲୁସ୍ନି ? ଏନ୍ତିବଇଲେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା କେ ତେବେ ?”
ତମା ଜିସୁକେ କଇଲା, “ଏ ମାପ୍ରୁ ତମେ କନ୍ ଜାଗାଇ ଗାଲୁସ୍ନି, ସେଟା ଆମେ ନାଜାନୁ, ଆରି ତେଇ ଜିବା ବାଟ୍ କେନ୍ତି ଜାନ୍ବୁ ?”
ସେଟାର୍ ପାଇ ସିସ୍ମନ୍ ନିଜର୍ ନିଜର୍ ବିତ୍ରେ କୁଆବଲା ଅଇଲାଇ, “ତାର୍ପାଇ କେ କାଦି ଆନିଦେଲାଇ ଆଚତ୍ କି ?”