5 ଆରି ଜେତେଲକ୍ ତମ୍କେ ନ ମାନତ୍, ସେ ନଅରେଅନି ବାରଇ ଆଇବା ବେଲାଇ, ତାକର୍ ବିରୁଦେ ସାକି ଇସାବେ ତମର୍ ପାଦେଅନି ଦୁଲି ପାପ୍ଡି ଦିଆସ୍ ।”
ଆରି ତମେ ମର୍ ସିସ୍ ଅଇଲାର୍ ଲାଗି, ରାଜା ଆରି ସାସନ୍ କର୍ବା ଲକ୍ମନର୍ ଲଗେ ନିଆଅଇ ବିଚାର୍ କରାଇଅଇସା । ଇତିଅନି ସେମନ୍କେ ଆରି ଜିଉଦି ନଇଲା ଲକ୍ମନର୍ ତେଇ ମର୍ ବିସଇନେଇ କଇବାକେ ତମେ ବେଲା ପାଇସା ।
ଜଦି କନ୍ ନଅରର୍ ଲକ୍ମନ୍ ତମ୍କେ ନ ନାମତ୍, ଆରି ତମର୍ କାତା ନ ସୁନତ୍, ସେ ଜାଗାଇ ଅନି ଆଇବା ବେଲେ ସେମନର୍ ବିରଦେ ସାକି ଇସାବେ, ତମର୍ ପାଦର୍ ଦୁଲି ପାପ୍ଡିଦିଆସ୍ । ଏଟାର୍ଲାଗି ସେ ନଅରର୍ ଲକ୍ମନ୍ ଜାନ୍ବାଇ ଜେ, ପର୍ମେସର୍ ସେମନ୍କେ ଡଣ୍ଡ୍ ଦେଇସି ।”
“କେ କେ ମର୍ ଲାଗି ଏନ୍ତାରି ଗଟେକ୍ ସାନ୍ଟା ପିଲାକେ ନାମ୍ବାଇ, ସେମନ୍ ମକେ ନାମ୍ଲାଇନି, ଆରି କେ କେ ମକେ ନାମ୍ଲାଇନି, ସେମନ୍ ମକେ ନାଇ, ମାତର୍ ମକେ ପାଟାଇରଇବା ମର୍ ବାବାକେ ନାମ୍ଲାଇନି ।”
ଜେଡେବେଲେ ଜନ୍ ଲକ୍ମନ୍ ତମର୍ କାତା ସୁନ୍ବାଇ, ସେମନ୍ ମର୍ କାତା ସୁନ୍ବାଇ । ଜନ୍ ଲକ୍ମନ୍ ତମ୍କେ ନ ମାନତ୍, ସେମନ୍ ମକେ ନ ମାନତ୍, ଆରି ଜନ୍ ଲକ୍ମନ୍ ମକେ ନ ମାନତ୍, ସେମନ୍ ମକେ ପାଟାଇରଇବା ପର୍ମେସର୍କେ ମିସା ନ ମାନତ୍ ।
ଆରି ଜିସୁ ତାକେ ଆଦେସ୍ ଦେଇ କଇଲା, “ଏ କାତା କାକେ କ ନାଇ । ମାତର୍ ପୁଜାରିର୍ ଲଗେ ଜା ଆରି ସେ ତକେ ପରିକା କରି ଦେକ । ତୁଇ, ‘ନିକ ଅଇଲିଆଚି’ ବଲି ବିନ୍ ଲକର୍ ଟାନେ ସାକିଦେବାକେ ମସାର୍ ଆଦେସ୍ ଇସାବେ ବିରୁ ଦେସ୍ ।”
ଜେଡେବେଲେ ତମ୍କେ ଜାର୍ ଗରେ ଡାକିନେବାଇ, ସେ ନଅର୍ ଚାଡି ଜିବାଜାକ ତେଇସେ ରୁଆ ।
“କେ ମିସା ମର୍ ନାଉଁଦାରି ଏ ପିଲାକେ ନାମ୍ସି, ସେ ମକେ ନାମ୍ସି । ଜେ ମକେ ନାମ୍ସି, ସେ ମର୍ ପାଟାଇରଇବା ବାବାକେ ନାମ୍ସି । ସେଟାର୍ପାଇ ତମର୍ ବିତ୍ରେ ଜେ ସବୁର୍ ଟାନେଅନି ସାନ୍, ସେ ପର୍ମେସର୍ ତେଇ ମୁକିଅ ।”
ତେଇଅନି ଜିବାବେଲେ ପେରିତ୍ ସିସ୍ମନ୍ ସେ ଲକ୍ମନର୍ ବିରଦେ ତାକର୍ ପାଦର୍ ଦୁଲି ପାପ୍ଡିଦେଇ ଇକନିଅତେଇ ଗାଲାଇ ।
ମାତର୍ ସେମନ୍ ତାକେ ବିରଦ୍ କରି ତାର୍ କୁଟ୍ ପାଁଚ୍ବାର୍ ଦାର୍ଲାଇ, ସେଟା ବିରଦ୍ କର୍ବା ଇସାବେ, ତାର୍ ବସ୍ତରର୍ ଦୁଲି ପାପ୍ଡିଦେଇ ସେ ସେମନ୍କେ କଇଲା, “ଜଦି ତମେ କୁରୁପ୍ନାସ୍ ଅଇସା, ତେବେ ସେଟାର୍ପାଇ ତମେ ନିଜେ ଦାଇ ଅଇସା । ମୁଇ ଏଟାର୍ପାଇ ଦାଇ ନଇ, ଏବେ ମୁଇ ଜିଉଦି ନଇଲା ଲକ୍ମନର୍ ଲଗେ ଜିବି ।”