53 ମାତର୍ ଜିସୁ ଜିରୁସାଲାମ୍ ଜିବାକେ ମନ୍କଲାଆଚେ ବଲି ଜାନିକରି, ତାକେ ଡାକି ବସାଅତ୍ନାଇ ।
“କେ ମିସା ମର୍ ନାଉଁଦାରି ଏ ପିଲାକେ ନାମ୍ସି, ସେ ମକେ ନାମ୍ସି । ଜେ ମକେ ନାମ୍ସି, ସେ ମର୍ ପାଟାଇରଇବା ବାବାକେ ନାମ୍ସି । ସେଟାର୍ପାଇ ତମର୍ ବିତ୍ରେ ଜେ ସବୁର୍ ଟାନେଅନି ସାନ୍, ସେ ପର୍ମେସର୍ ତେଇ ମୁକିଅ ।”
ଆମର୍ ସମିରଣିୟ ଆନିଦାଦିମନ୍ ପର୍ମେସର୍କେ ଏ ଡଙ୍ଗ୍ରେ ଉପାସନା କର୍ତେ ରଇଲାଇ । ମାତର୍ ତମେ ଜିଉଦି ଲକ୍ମନ୍ କଇଲାଇନି ଜିରୁସାଲମ୍ସେ ପର୍ମେସର୍କେ ଉପାସନା କର୍ବା ଟିକ୍ ଜାଗା ।”
ତେଇ ସମିରଣିୟ ମାଇଜି କାବାଅଇ ଜିସୁକେ କଇଲା, “ତୁଇ ଗଟେକ୍ ଜିଉଦି ଲକ୍ ଆରି ମୁଇ ଗଟେକ୍ ସମିରଣିୟ, ତୁଇ କେନ୍ତି ମର୍ ଆତର୍ ପାନି କାଇବାକେ ମାଙ୍ଗ୍ଲୁସ୍ନି ?” କାଇକେ ବଇଲେ, ଜିଉଦି ଲକ୍ମନ୍ ସମିରଣିୟ ଲକ୍ମନର୍ କାଇବାତେଇ ନ କାଇତେ ରଇଲାଇ ।