6 ତେଇଅନି ସିସ୍ମନ୍ ଜାଇକରି ଗାଉଁ ଗାଉଁ ବୁଲି ଗୁଲାଇ ଜାଗାଇ ସୁବ୍ କବର୍ କଇ କଇ ଆରି ଜର୍ଦୁକାର୍ ଲକ୍ମନ୍କେ ନିମାନ୍ କର୍ବାର୍ ଦାର୍ଲାଇ ।
ତାର୍ପଚେ ତାର୍ ସିସ୍ମନ୍ ଜାଇକରି ଏ ଦୁନିଆର୍ ଗୁଲାଇବାଟେ ମାପ୍ରୁ ଜିସୁର୍ ନିମାନ୍ କାତା କଇଲାଇ ଆରି ମାପ୍ରୁ ତାକର୍ ସଙ୍ଗ୍ ରଇକରି କାବାଅଇଜିବା ବିନ୍ ବିନ୍ କାମ୍ କଲା । ଏନ୍ତାରି ସେମନ୍ କଇବା କାତା ସତ୍ ବଲି ଦେକାଇଦେଲା ।
ତେଇଅନି ଚନେକ୍ ଗାଲାପଚେ, ଜିସୁ ନଅରେ ନଅରେ ଆରି ଗାଏଁ ଗାଏଁ ପର୍ମେସରର୍ ରାଇଜର୍ ସୁବ୍କବର୍ କଇ ବୁଲ୍ବାର୍ ଦାର୍ଲା, ଆରି ବାରଟା ସିସ୍ମନ୍ ତାର୍ ସଙ୍ଗ୍ ରଇଲାଇ ।
ନିମାନ୍ କର୍ବାକେ ତମର୍ ଆତ୍ ଲାମାଆ ଆରି ତମର୍ ସୁକଲ୍ ଦାଙ୍ଗ୍ଡା ଜିସୁର୍ ନାଏଁ ନ ଅଇବା କାମ୍ ଆରି କାବା ଅଇଜିବା କାମ୍ମନ୍ ସାଦନ୍ କରାଆ ।”
ପେରିତ୍ ସିସ୍ମନର୍ କାମ୍ ଅଦିକ୍ ବଡି ବଡି ଗାଲା । ଏନ୍ତିକି ପିତର୍ ଇଣ୍ଡିଗାଲାବେଲେ ତାର୍ ଚାଇଆଲେ ଅଲପ୍ ପଡବଲି ଲକ୍ମନ୍ ରଗିମନ୍କେ ବଇଆନି ବାଟ୍ପାଲି କଟେ ଆରି ଟାଟିମନ୍ ଅଚାଇକରି ସୁଆଇ ଦେଇତେ ରଇଲାଇ ।