11 ଜସିୟ ବାବିଲନ୍ ନଅରେ ବାସା ଅଇରଇଲା ବେଲେ, ଜିକନିୟ ଆରି ତାର୍ ବାଇମନ୍ ଜନମ୍ ଅଇଲାଇ ।
ବାବିଲନେ ବନ୍ଦିଅଇ ସାର୍ଲା ପଚେଅନି ଜିସୁର୍ ଜନମ୍ ଜାକ ଏତ୍କି ଆନିଦାଦିମନର୍ ତାଲିକା ଆଚେ । ଜିକନିୟ ବାବିଲନେ ବାସାଅଇରଇଲା ବେଲେ, ସଲ୍ଟିଏଲ୍ ଜନମ୍ ଅଇଲା, ସଲ୍ଟିଏଲର୍ ପଅ ଜିରୁବାବେଲ୍,
ଏନ୍ତାରି ଅବ୍ରାଆମର୍ତେଇ ଅନି ଦାଉଦ୍ ରାଜାର୍ ଜାକ ଚଉଦ ଉତାର୍, ଦାଉଦର୍ତେଇ ଅନି ବାବିଲନ୍ ବନ୍ଦିରଇଲା ଜାକ ଚଉଦ ଉତାର୍, ଆରି ବାବିଲନେ ବନ୍ଦିଅଇରଇଲା ବେଲେଅନି ଜିସୁକିରିସ୍ଟର୍ ଜନମ୍ ଜାକ ଚଉଦ ଉତାର୍ ।