12 ବାବିଲନେ ବନ୍ଦିଅଇ ସାର୍ଲା ପଚେଅନି ଜିସୁର୍ ଜନମ୍ ଜାକ ଏତ୍କି ଆନିଦାଦିମନର୍ ତାଲିକା ଆଚେ । ଜିକନିୟ ବାବିଲନେ ବାସାଅଇରଇଲା ବେଲେ, ସଲ୍ଟିଏଲ୍ ଜନମ୍ ଅଇଲା, ସଲ୍ଟିଏଲର୍ ପଅ ଜିରୁବାବେଲ୍,
ଜସିୟ ବାବିଲନ୍ ନଅରେ ବାସା ଅଇରଇଲା ବେଲେ, ଜିକନିୟ ଆରି ତାର୍ ବାଇମନ୍ ଜନମ୍ ଅଇଲାଇ ।
ଜିରୁବାବେଲର୍ ପଅ ଅବିଉଦ୍, ଅବିଉଦର୍ ପଅ ଏଲିୟାକିମ୍, ଏଲିୟାକିମର୍ ପଅ ଅଜୁର୍ ।
ଏନ୍ତାରି ଅବ୍ରାଆମର୍ତେଇ ଅନି ଦାଉଦ୍ ରାଜାର୍ ଜାକ ଚଉଦ ଉତାର୍, ଦାଉଦର୍ତେଇ ଅନି ବାବିଲନ୍ ବନ୍ଦିରଇଲା ଜାକ ଚଉଦ ଉତାର୍, ଆରି ବାବିଲନେ ବନ୍ଦିଅଇରଇଲା ବେଲେଅନି ଜିସୁକିରିସ୍ଟର୍ ଜନମ୍ ଜାକ ଚଉଦ ଉତାର୍ ।
ଜଦା ଜଅନର୍ ପଅ, ଜଅନ୍ ରେସାର୍ ପଅ, ରେସା ଜିରୁବାବେଲର୍ ପଅ, ଜିରୁବାବେଲ୍ ସିଅଲ୍ତିଏଲର୍ ପଅ, ସଅଲ୍ତିଏଲ୍ ନେରିର୍ ପଅ,