22 ଆଇବା ଦିନ୍ମନ୍କେ କାଇଟା ଅଇସି ବଲି, ପର୍ମେସର୍ ଗଟେକ୍ ବବିସତ୍ବକ୍ତାକେ ପାଟାଇ ଜନ୍ କାତା ସୁନାଇରଇଲା, ସେଟା ପୁରାପୁରୁନ୍ ଅଇବାକେ ଏ ସବୁ ଅଇଲା ।
ଜିସାୟ ବବିସତ୍ବକ୍ତାର୍ ଟାନେଅନି ପର୍ମେସର୍ ଜନ୍ କାତା ସୁନାଇରଇଲା, ସେଟା ପୁରାପୁରୁନ୍ କର୍ବାକେ ଏଟା କଲା,
ବାକିଅ ପୁରାପୁରୁନ୍ ତାକର୍ ମନ୍ ବିତ୍ରେ ଜାଇ ନ ରଏ ଜେ, ସେମନ୍ ସେଟା ବେସି ଦିନ୍ ମାନିକରି ରଇ ନାପାରତ୍ । ବାକିଅର୍ ଲାଗି କସ୍ଟ କି ବେମ୍ଜା ଆଇଲେ, ସେମନ୍ ଦାପ୍ରେସେ ସେଟା ଚାଡିଦେବାଇ ।
ଏଟାର୍ପାଇ ବବିସତ୍ବକ୍ତାର୍ ଏ ବାକିଅ ପୁରାପୁରୁନ୍ ଅଇଲା । ମୁଇ ଉଦାଅରଣ୍ ଦେଇ ସେମନ୍କେ କାତା କଇବି, ଏନ୍ତାରିସେ କାଇଟା ତିଆର୍ ନ ଅଇବା ଆଗ୍ତୁଅନି ନାଜାନି ରଇବା ସବୁ ବିସଇ ମୁଇ ସେମନ୍କେ ବୁଜାଇଦେବି ।
ଏରଦ୍ ରାଜା ମର୍ବା ଜାକ ମିସର୍ ଦେସେସେ ରଇଲାଇ, ଜେନ୍ତାର୍ କି ବବିସତ୍ବକ୍ତା କଇରଇଲା ମାପ୍ରୁର୍ ବାକିଅ ସିଦ୍ ଅଇଲା, ମର୍ ପିଲାକେ ମୁଇ ମିସର୍ ଦେସେଅନି ଡାକି ଆନ୍ଲି ।
ମାତର୍ ଆରିଗଟେକ୍ ବିନ୍ ସପନ୍ ଇସାବେ ଗାଲିଲି ଦେସେ ଜାଇକରି ନାଜରିତ୍ ନାଉଁର୍ ଗଡେ ବାସା ଅଇ ରଇଲା । ଜେନ୍ତାର୍ କି ବବିସତ୍ବକ୍ତା କଇଲା ଏ ବାକିଅ ସିଦ୍ ଅଇଲା । ସେ ଏନ୍ତି ବଲି କଇରଇଲା, “ସେ ନାଜରିତିୟା ବଲି ଡାକ୍ପୁଟା ଅଇସି ।”
“ମୁଇ ମିସା, କରିରଇବା ନିୟମ୍ କି ବାବବାଦିମନର୍ ଦରମ୍ ସାସ୍ତର୍ ବୁଡାଇବାକେ ଆସିଆଚି ବଲି ବାବା ନାଇ । ମୁଇ ସେଟା ବୁଡାଇବାକେ ଆସିନାଇ ମାତର୍ ସିଦ୍ କର୍ବାକେ ଆସିଆଚି ।
ଏଟା କଲାର୍ ଲାଗି ଜିସୁ ଜିସାଇୟ ବବିସତ୍ବକ୍ତା ଜାନାଇ ରଇଲାଟା ପୁରାପୁରୁନ୍ ସିଦ୍କଲା । ବବିସତ୍ବକ୍ତା କଇରଇଲା “ଆମର୍ ଦୁକାସୁକା ସବୁ ନିଜେ ନେଲା ଆରି ଆମର୍ ଜର୍ଦୁକା ବଇଲା ।”
କାଇକେ ବଇଲେ ସେଟା ସାସ୍ତରର୍ ସବୁ ବିସଇ ଜେନ୍ତିକି ସିଦ୍ ଅଇସି, ସେଟାର୍ ପାଇ ସେ ଦିନ୍ମନ୍ ବେସି ଡଣ୍ଡ୍ ପାଇବା ଦିନ୍ମନ୍ ଅଇସି ।
ଜିସୁ ସେମନ୍କେ କଇଲା, “ମସାର୍ ନିୟମ୍ ଆରି ବବିସତ୍ବକ୍ତାମନ୍ କଇଲା କାତା ଆରି ଗିତ୍ସଙ୍ଗିତା ବଇଟାନେ କାଇକାଇଟା ଲେକା ଅଇଲାଆଚେ ସେ ସବୁ, ସତ୍ ଅଇବାର୍ ରଇଲା । ମୁଇ ତମର୍ ସଙ୍ଗ୍ ରଇଲାବେଲେ ଏ ସବୁ କାତା ତମ୍କେ କଇରଇଲି ।”
ଆମେ ଜାନୁ ସାସ୍ତରର୍ ବାକିଅ ସବୁ ଦିନର୍ ପାଇ ସତ୍ । ପର୍ମେସରର୍ ବାକିଅ ଜନ୍ଲକ୍ମନ୍ ଜାନିଆଚତ୍, ସେମନ୍କେ ପର୍ମେସର୍ ବଲି କୁଆ ଅଇଲାଆଚେ ।
ମାତର୍ ଏସବୁ ଗଟ୍ବାର୍ ରଇଲା । କାଇକେବଇଲେ ସେଟାର୍ ଲାଗି ସେମନର୍ ସାସ୍ତରେ ଜାଇଟା ଲେକାଅଇଲା ଆଚେ, ସେଟା ସିଦ୍ ଅଇଲା । କାଇ ଦସ୍ ନ ରଇତେ ସେମନ୍ ମକେ ଗିନ୍ କଲାଇ ।
ମୁଇ ସେମନର୍ ସଙ୍ଗ୍ ରଇଲା ବେଲେ ତମର୍ ନାଉଁର୍ ବପୁସଙ୍ଗ୍ ସେମନ୍କେ ରକିଆ କରିରଇଲି । ଜେନ୍ତି କି ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ଟାନେ ଅନି ବିନେ ଅଇ ନସ୍ଟ ନ ଅଅତ୍ । ଗଟେକ୍ ଲକ୍କେ ଚାଡି ସବୁଲକ୍କେ ରକିଆ କରିଆଚି । ସେ ଗଟେକ୍ ଲକ୍ ନସ୍ଟ ଅଇସି ଆକା । ଜେନ୍ତିକି ଦରମ୍ ସାସ୍ତରେ ଲେକା ଅଇଲାଟା ସିଦ୍ ଅଇବାର୍ ରଇଲା ।
ଜେନ୍ତିକି ସେ ଆଗ୍ତୁ କଇରଇଲା ବାକିଅ ସିଦ୍ ଅଇସି, ବାବା ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ସେମନର୍ ବିତ୍ରେଅନି ଗଟେକ୍ ଲକ୍କେ ମିସା ଆଜାଇ ନାଇ ।
ବେସି ବରସ୍ ଆଗ୍ତୁ ତାର୍ ବବିସତ୍ବକ୍ତା ମନର୍ଟାନେ ଅନି ଜାନାଇରଇବା କାତା ଇସାବେ ଏବେ ସିଦ୍ ଅଇଲା ଜେ, ସେ ମସିଅ ଦୁକ୍ପାଇବାକେ ଅଇସି ।
ପର୍ମେସର୍ ଏ ବିସଇ ଆଗେଅନି କାତା ଦେଇରଇଲା, ଆରି ସୁକଲ୍ ସାସ୍ତରେ ସେ ସବୁ ଲେକ୍ବା ପାଇ ତାର୍ ବବିସତ୍ବକ୍ତାମନ୍କେ ତିଆର୍ଲା ।
କାଇକେବଇଲେ ପର୍ମେସର୍ ତାର୍ ଜଜ୍ନା ପୁରାପୁରନ୍ କର୍ବାକେ ସେମନର୍ ମନ୍କେ ଏ କାତାଦେଇ ପାଟାଇଆଚେ । ସେମନ୍ ଗଟେକ୍ ଅଇ କାମ୍ କର୍ବାଇ । ପର୍ମେସରର୍ ବାକିଅ ସିଦ୍ ଅଇବାଜାକ ତାର୍ ରାଇଜର୍ ସାସନ୍ କର୍ବା ବପୁ, ପସୁକେ ଦେଲାଆଚେ ।