25 ମାତର୍ ସେ ପିଲା ଜନମ୍ ନ ଅଇବା ଜାକ ମରିୟମ୍ ସଙ୍ଗ୍ ସୁଆବସା କରେନାଇ । ଜସେପ୍ ସେ ପିଲାକେ ଜିସୁ ବଲି ନାଉଁ ଦେଲା ।
ତାର୍ଟାନେଅନି ଗଟେକ୍ ପିଲା ଜନମ୍ ଅଇସି, ତମେ ତାକେ ଜିସୁ ବଲି ନାଉଁ ଦିଆସ୍, କାଇକେବଇଲେ ସେ ତାର୍ ଲକ୍ମନ୍କେ ସେମନର୍ ପାପେଅନି ଉଦାର୍ କର୍ସି ।
ଜସେପ୍ ସଇଲା ଟାନେଅନି ଉଟି, ପର୍ମେସରର୍ ଦୁତ୍ ଜେନ୍ତି କଇରଇଲା, ସେନ୍ତି କଲା । ମରିୟମ୍କେ ବିବା ଅଇଲା ।
ଦେକ୍ ତୁଇ ଗାଗ୍ଡେ ଅଇ ପିଲା ଗଟେକ୍ ଜନମ୍ କର୍ସୁ ଆରି ତାର୍ ନାଉଁ ଜିସୁ ଦେଇସା ।
ଆଟ୍ ଦିନ୍ ଅଇଲାପଚେ ଜିଉଦିମନର୍ ନିୟମ୍ ଇସାବେ ପିଲାକେ ସୁନତ୍ କର୍ବାକେ ମନ୍ଦିରେ ନେଲାଇ । ଆରି ପିଲାର୍ ନାଉଁ ଜିସୁ ବଲି ଦିଆଅଇଲା । ଏ ନାଉଁ ମରିୟମ୍ ଗାଗ୍ଡେ ନ ଅଇତେ, ସର୍ଗର୍ ଦୁତ୍ କଇରଇଲା ।
ଆରି ମରିୟମ୍ ତାର୍ ପଣୁଆ ପିଲାକେ ତେଇ ଜନମ୍ଦେଲା, ଆରି ତାକେ ଲୁଗାସଙ୍ଗ୍ ଗୁଡିଆଇକରି ଗରୁସାଲର୍ ଡଙ୍ଗାକୁଣ୍ଡେ ଡୁଲାଇରଇଲା, କାଇକେବଇଲେ ସେମନ୍କେ ରଇବାପାଇ ବାସାଗରେ ଟାନ୍ ନ ରଇଲା ।
ଜନ୍ ଲକ୍ମନ୍କେ ପରମେସର୍ ବାଚ୍ଲା ଆଚେ, ସେମନ୍କେ ତାର୍ ପଅ ପାରା ଅଇବାକେ ଆଗ୍ତୁସେ ଟିକ୍ କରିଆଚେ । ସେନ୍ତିଆଲେ, ଗଟେକ୍ ବଡ୍ କୁଟୁମେ, ତାର୍ ପଅ ସେମନର୍ ବଡ୍ ବାଇ ଅଇସି ।