12 ଗରେ କେଟ୍ଲା ବେଲେ ତେଇ ରଇଲା ଲକ୍ମନ୍କେ ଜୁଆର୍ କରି କୁଆ, ‘ତମ୍କେ ସାନ୍ତି ମିଲ’ ।
“ଗଟେକ୍ ଗଡେ କି ଗାଏଁ କେଟ୍ସା ବଇଲେ, ତେଇ କେ ତମ୍କେ ନିଜର୍ ଗରେ ଡାକ୍ସି, ସେ ଲକ୍କେ କଜା, ଆରି ବିନେ ଜିବା ଜାକ ତାକର୍ ଗରେସେ ରୁଆ ।
ସେମନ୍ ଜଦି ତମ୍କେ ଗତିଆ କରି ଡାକ୍ବାଇ, ତମେ କଇଲା ସାନ୍ତିର୍ କାତା ପୁରୁନ୍ ଅଇସି । ମାତର୍ ସେମନ୍ ଜଦି ତମ୍କେ ଗତିଆ କରି ନ ଡାକତ୍ ବଇଲେ, ତମେ କଇଲାଟା ତମର୍ ଲଗେ ବାଉଡି ଆଇସି ।
ଇସ୍ରାଏଲିଅ ମନର୍ ଲଗେ ପର୍ମେସର୍ ଜନ୍ କବର୍ ପାଟାଇରଇଲା, ସେଟା ତୁଇ ଜାନିଆଚୁସ୍ । ଜିସୁ କିରିସ୍ଟ ଜେ କି ସବୁର୍ ମାପ୍ରୁ, ସେ କରିରଇବା କାମେଅନି ସବୁଲକ୍ମନ୍ ସାନ୍ତିସଙ୍ଗ୍ ମିସ୍ବାଇ, ବଲି ପର୍ମେସର୍ ଆମ୍କେ ଜାନାଇଲାଆଚେ ।
ପର୍ମେସର୍ ଆମ୍କେ ଦେଇ ତମ୍କେ ବାବୁଜିଆ କଲାନି । ଏଟାର୍ପାଇ କିରିସ୍ଟ ଆମ୍କେ ପାଟାଇଲା ଆଚେ । ଆରି କିରିସ୍ଟର୍ ଲାଗି ଆମେ ମିସା ତମ୍କେ ବାବୁଜିଆ କଲୁନି । ପର୍ମେସର୍ ତମ୍କେ ସତ୍ରୁଟାନେଅନି ମଇତର୍ କର ।
ମୁଇ ଦାପ୍ରେ ତମର୍ଟାନେ ଆସିକରି ତମର୍ ମୁଆଟେ ସବୁ କାତା କଇବି ।