ମାତିଉ 10:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଆରି ତମେ ମର୍ ସିସ୍ ଅଇଲାର୍ ଲାଗି, ରାଜା ଆରି ସାସନ୍ କର୍ବା ଲକ୍ମନର୍ ଲଗେ ନିଆଅଇ ବିଚାର୍ କରାଇଅଇସା । ଇତିଅନି ସେମନ୍କେ ଆରି ଜିଉଦି ନଇଲା ଲକ୍ମନର୍ ତେଇ ମର୍ ବିସଇନେଇ କଇବାକେ ତମେ ବେଲା ପାଇସା । အခန်းကိုကြည့်ပါ။ |
ତେବର୍ପାଇ ଆମର୍ ମାପ୍ରୁ ଜିସୁକିରିସ୍ଟର୍ ବିସଇ, ବିନ୍ ଲକ୍କେ ଜାନାଇବାକେ ଲାଜ୍ ଅ ନାଇ । ତାର୍ ପାଇ ମୁଇ ଏବେ ବନ୍ଦିଗରେ ଆଚି, ମର୍ପାଇ ମିସା ଲାଜ୍ ଅ ନାଇ । ମାତର୍ ସୁବ୍ କବରର୍ ଲାଗି ଦୁକ୍ କସ୍ଟ ପାଇବାକେ ମର୍ସଙ୍ଗ୍ ମିସ୍ । ସେନ୍ତି କର୍ବାକେ ପର୍ମେସର୍ ତକେ ବପୁ ଦେଇସି । ପର୍ମେସର୍ ଆମ୍କେ ନ ସାର୍ବା ମରନେଅନି ବଁଚାଇକରି ଗଟେକ୍ ସୁକଲ୍ ଚଲାଚଲ୍ତି କର୍ବାକେ ଡାକିନେଲା ଆଚେ ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।