ମାତିଉ 10:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ତମର୍ ବିଚାର୍ନା ଅଇବାବେଲେ ‘କାଇଟା କଇବି, କେନ୍ତି କଇବି’ ବଲି ଚିନ୍ତା କରି ତେରେପେତେ ନ ଉଆ । ଟିକ୍ ସେବେଲାଇ ସେଟା ତମ୍କେ ଜାନାଇ ଦିଆଅଇସି । အခန်းကိုကြည့်ပါ။ |
ସେ ବିଚାର୍ନା ଜାଗାଇ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍ ରୁଣ୍ଡିରଇଲାଇ, ସେମନ୍କେ ସବୁକେ ଜିସୁକିରିସ୍ଟର୍ ସୁବ୍କବର୍ ଜେନ୍ତାରିକି ମୁଇ ପୁରାପୁରୁନ୍ ବାବେ ଜାନାଇପାର୍ବି, ସେଟାର୍ପାଇ ମାପ୍ରୁ ମର୍ସଙ୍ଗ୍ ରଇକରି ମକେ ବପୁଦେଲାଆଚେ । ସେ ବିଚାର୍ନାର୍ ସାରାସାରି ମକେ କାଇବାକେ ଆସିରଇବା ଗଟେକ୍ ସିଅଁର୍ ଟାନେଅନି ରକିଆ କଲାପାରା ମାପ୍ରୁ ରକିଆ କଲା ।