ମାତିଉ 10:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ସେ ବାର୍ଟା ପେରିତ୍ମନର୍ ନାଉଁ ଅଇଲାନି, ସିମନ୍ ଜାକେକି ପିତର୍ ବଲି ଡାକ୍ବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍, အခန်းကိုကြည့်ပါ။ |
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।