21 ଲକ୍ମନ୍ ନିଜର୍ ବାଇକେ ମରନର୍ ଡଣ୍ଡ୍ ବଗ୍ବାକେ ଦାରାଇଦେବାଇ । ବାବା ମିସା ନିଜର୍ ପିଲାମନ୍କେ ସେନ୍ତାରି କର୍ସି । ପିଲା ଟକିମନ୍ ବାବାମାଆର୍ ବିରଦେ ଉଟି ସେମନ୍କେ ମରାଇବାଇ ।
ସେଡ୍କିବେଲେ କେତେ କେତେ ଲକ୍ ତାକର୍ ବିସ୍ବାସ୍ ଆରାଇବାଇ, ତାକର୍ ତାକର୍ ବିତ୍ରେ ଗିନ୍ ଅଇକରି ତାକର୍ ତାକର୍ ବିତ୍ରେ ବିସ୍ବାସେ ବିସ୍ ଦିଆ ଦିଇ ଅଇବାଇ ।