24 “କନ୍ ସିସ୍ ମିସା ଗୁରୁର୍ ତେଇଅନି ବଡ୍ ନଏଁ । ଗତିଦାଙ୍ଗ୍ଡା ସାଉକାରର୍ତେଇଅନି ବଡ୍ ନଏଁ ।
ସିସ୍ ତାର୍ ଗୁରୁର୍ ପାରା ଆରି ଗତିଦାଙ୍ଗ୍ଡା ନିଜର୍ ସାଉକାର୍ ପାରା ଅଇଲେ ସେମନ୍ ସାର୍ଦା ଅଇବାର୍ ଆଚେ । ଗଟେକ୍ ଗରର୍ ମୁକିଆ ମକେ, ବାଲ୍ଜିବୁଲ୍ ବଲି ଡାକ୍ଲାଇନି ବଇଲେ, ଗରର୍ ଆରି ଅଦେକ୍ ଲକ୍ମନ୍କେ ବାଇଦରେ ଅଦିକ୍ କାରାପ୍ ନାଉଁ ଦାରି ଡାକ୍ବାଇ ।”
ଗୁରୁର୍ଟାନେଅନି ସିସ୍ ବଡ୍ ନାଇ । ମାତର୍ ସିସ୍ମନ୍ ସିକିଆ ପାଇ ସାରାଇଲେ ସିଦ୍ଅଇ ଗୁରୁର୍ ସମାନ୍ ଅଇବାଇ ।”
ମୁଇ ତମ୍କେ ସତ୍ କାତା କଇଲିନି, ଗତିଦାଙ୍ଗ୍ଡା ନିଜର୍ ସାଉକାରର୍ ତେଇଅନି ବଡ୍ ନଏଁ । ଆରି କବର୍ ନେଉଁ କବର୍ ପାଟାଇଲା ଲକର୍ତେଇଅନି ବଡ୍ ନଏଁ ।
ମୁଇ ଜନ୍ଟା କଇରଇଲି ଏତାଇଦେକା, ଗତିଦାଙ୍ଗ୍ଡା ତାର୍ ସାଉକାର୍ତେଇଅନି ବଡ୍ ନଏଁ ବଲି ମୁଇ ତମ୍କେ କଇରଇଲି । ସେମନ୍ ମକେ ସାଦି ଆଚତ୍ ଆରି ତମ୍କେ ମିସା ସାଦ୍ବାଇ । ଜଦି ସେମନ୍ ମର୍ ସିକିଆ ମାନିଆଚତ୍ ବଇଲେ ତମର୍ କାତା ମିସା ମାନ୍ବାଇ ।