27 ଜନ୍ଟା ମୁଇ ତମ୍କେ ଆନ୍ଦାର୍ ବେଲାଇ କଇଲିନି ସେଟା ତମେ ଉଜ୍ଲେ କୁଆ, ଆରି ଜନ୍ଟା ଲୁଚ୍ତେ ସୁନିଆଚାସ୍ ସେଟା ଗରର୍ ଚାଉନି ଉପ୍ରେ ଟିଆଅଇ କୁଆ ।
ଜନ୍ ଲକ୍ମନ୍ ଚାଉନି ଉପ୍ରେ ରଇବାଇ, ସେମନ୍ ଗର୍ବିତ୍ରର୍ ଜିନିସ୍ ପତର୍ ନେବାକେ ତଲେ ଆସି ଚୁଚାଇ ଚୁଚାଇ ବେଲା ନ ଗଡାଅତ୍ ।
ତେବର୍ପାଇ, ତମେମନ୍ ଜନ୍ ଜନ୍ଟା ଆନ୍ଦାରେ କଇଆଚାସ୍, ସେ ସବୁଜାକ ଉଜ୍ଲେ ସୁନ୍ବାଇ, ଆରି ଜନ୍ ଜନ୍ଟା ବିତର୍ଗରେ, କେ ନ ସୁନ୍ତେ କଇଆଚାସ୍, ସେଟା ଗରର୍ ଚାନିଉପ୍ରେ ଅନି ସୁନାଇଅଇସି ।”
ତେଇ ଜିସୁ ସେମନ୍କେ କଇଲା, “ପର୍ମେସରର୍ ରାଇଜର୍ ଟିକିନିକି ବିସଇ ଜାନତ୍ ବଲି ତମ୍କେ ଗିଆନ୍ ଦିଆଅଇଲାଆଚେ, ମାତର୍ ବିନ୍ଲକ୍ମନ୍କେ ଉଦାଅରନ୍ ଦେଇ କଇଅଇସି, ଜେନ୍ତାରିକି ସେମନ୍ ଦେକି ଦେକି ନ ଦେକତ୍ କି ସୁନି ସୁନି ମିସା ନ ବୁଜତ୍ ।”
“ତମେ ମକେ କରିରଇବା ବିସ୍ବାସ୍ ନ ଚାଡି, ଡାଟ୍ ସଙ୍ଗ୍ ରଇବାକେ, ମୁଇ ଏ ସବୁ କାତା କଇଲିଆଚି ।
ମାତର୍ ସତ୍ ଆତ୍ମା ଆଇଲେ, ସେ ତମ୍କେ ସବୁ ସତ୍ ବିସଇର୍ ବାଟେ ଡାକିନେଇସି । କାଇକେ ବଇଲେ, ସେ ନିଜର୍ ଅଦିକାରେ କାଇ କାତା ନ କଏ । ମାତର୍ ସେ ବାବାର୍ତେଇଅନି ଜନ୍ ଜନ୍ କାତା ସୁନ୍ସି, ସେ ସବୁ କଇସି । ଆରି ଆଇବା ଦିନ୍ମନ୍କେ କାଇଟା ଅଇସି ସେ ସବୁ ବିସଇ ମିସା କଇସି ।
“ମୁଇ ତମ୍କେ କାତା ମଲ୍କାଇ କରି ଏ ସବୁ କଇଲିନି, ଏନ୍ତି ବେଲା ଆଇସି, ତମ୍କେ ଆରି ମୁଇ କାତା ନ ମଲ୍କାଇ, ସଲ୍କେ ବାବାର୍ ବିସଇ କଇଦେବି ।
ଜିସୁର୍ ସିସ୍ମନ୍ କଇଲାଇ, “ଏବେ ତମେ ଆମ୍କେ କାତା ମଲ୍କାଇ ନ କଇକରି ସଲ୍କେସେ କଇଲାସ୍ନି ।
ସେଟାର୍ପାଇ ସେ ଜିଉଦିମନର୍ ପାର୍ତନା ଗରେ ସେମନର୍ ସଙ୍ଗ୍, ଆରି ପରମେସର୍କେ ପାର୍ତନା କର୍ବା ଜିଉଦି ନଇଲା ଲକ୍ମନର୍ ସଙ୍ଗ୍, ଏ ବିସଇ ସବୁ ଦିନ୍ ଆଲ୍ଚନା କର୍ବାର୍ ଦାର୍ଲା । ଆଟେବାଟେ ଜିବାଆଇବା କର୍ବା ଲକ୍ମନର୍ ସଙ୍ଗ୍ ସେ ବିସଇ ଆଲ୍ଚନା କଲା ।
“ଜା ଆରି ମନ୍ଦିରେ ଟିଆଅଇକରି ଲକ୍ମନ୍କେ ଏ ନୁଆ ଜିବନ୍ ବିସଇ ସବୁ କାତା କୁଆ ।”
“ଏ ଜିସୁର୍ ନାଉଁ ଦାରି କାଇମିସା ସିକିଆ ନ ଦେବାକେ ତମ୍କେ ଡାଟ୍ ସଙ୍ଗ୍ ଆଦେସ୍ ଦେଇରଇଲୁ, ମାତର୍ ଦେକା, ତମେ କାଇଟା କରିଆଚାସ୍ ! ତମେ ଦେଇରଇବା ଏ ସିକିଆ ଜିରୁସାଲମେ ରଇଲା ଲକ୍ମନର୍ଟାନେ କେଟ୍ଲା ଆଚେ । ଆରି ତାର୍ ମରନ୍ ପାଇ ଆମ୍କେ ଦାଇ କର୍ବାକେ ଚେସ୍ଟା କଲାସ୍ନି !”
ଆମ୍କେ ଏ ଆସା ରଇଲାକେ, ଆମେ ବେସି ସାଆସ୍ ସଙ୍ଗ୍ ଆଚୁ ।