31 ଡରାନାଇ, ବେସି ଚେଟିଆ ଚଡଇମନର୍ ତେଇ ଅନି ତମର୍ ଦାମ୍ ଅଦିକ୍ ।”
ଚଡଇମନ୍କେ ଦେକା, ସେମନ୍ ନ ବୁନତ୍ କି ନ କାଟତ୍, କି କଲ୍କିତେଇ ନ ସଙ୍ଗଅତ୍, ଅଇଲେ ମିସା ସରଗର୍ ବାବା ସେମନ୍କେ କାଇବାପାଇ ଜାଗାଇଲାନି । ତମେ କାଇ ସେମନର୍ତେଇଅନି ମୁକିଅ ନୁଆସ୍ କି ?
ଚଡଇମନର୍ ବିସଇନେଇକରି ବାବିଦେକା, ସେମନ୍ ନ ବୁନତ୍ କି ନ କାଟତ୍, ଆରି ସେମନର୍ ବାଣ୍ଡାର୍ଗର୍ କି କାଦି ସଙ୍ଗଇବା ଆମାର୍ ଗର୍ ନାଇ । ଅଇଲେ ମିସା ମାପ୍ରୁ ସେମନ୍କେ କାଦି ଜାଗାଇଦେଇସି । ତମେ ଚଡଇମନର୍ ଟାନେଅନି କେତେକ୍ ଅଦିକାରର୍ ଲକ୍ ।