4 କିଣାନିୟ ସିମନ୍ ଜେ କି ଇସ୍ରାଏଲ୍ ଲକ୍ମନର୍ ମୁକ୍ତିର୍ ପାଇ ଚେସ୍ଟା କର୍ତେରଇଲା । ଆରି ଇସ୍କାରିୟତ୍ ଜିଉଦା, ଜେ ଜିସୁକେ ସତ୍ରୁମନ୍କେ ସର୍ପିଦେଇ ରଇଲା ।
ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ଇସ୍କାରିୟତ୍ ଜିଉଦା ନାଉଁର୍ ଗଟେକ୍ ସିସ୍ ମୁକିଅ ପୁଜାରିମନର୍ ଲଗେ ଜାଇ ପାଚାର୍ଲା ।
“ ଜିସୁକେ ଦାରାଇଦେଲେ ମକେ କାଇଟା ଦେଇସା ?” ସେମନ୍ ତାକେ ତିରିସ୍ଟା ରୁପାଟାଙ୍ଗା ଏଜିକରି ଦେଲାଇ ।
“ନିସ୍ତାର୍ ପରବ୍ ଅଇବାକେ ଆରି ଦୁଇ ଦିନ୍ ଆଚେ । ସେଟା ତମେ ଜାନାସ୍ । ସେଡ୍କିବେଲେ ନର୍ପିଲା ମୁଇ କୁର୍ସେ ମର୍ବାକେ ଲକ୍ମନ୍କେ ସର୍ପି ଅଇବି ।”
ଜିସୁ ତାର୍ ସିସ୍ମନ୍କେ ଏ କାତା କଇବା ବେଲେ ତାର୍ ବାର୍ଟା ସିସ୍ମନର୍ ବିତ୍ରେ ଅନି ଜିଉଦା ନାଉଁର୍ ସିସ୍ ଆସି କେଟ୍ଲା । ତାର୍ ସଙ୍ଗ୍ କାତି କାଣ୍ଡା ଆରି ଟେଙ୍ଗ୍ ଡାଙ୍ଗ୍ ଦାରି ବେସି ଲକ୍ ତେଇ ଟୁଲ୍ ଅଇଲାଇ । ସେମନ୍କେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ପାଟାଇରଇଲାଇ ।
ଜେଡେବେଲେ ବିସ୍ବାସେ ବିସ୍ ଦେଉ ଜିଉଦା ଜିସୁକେ ମରନର୍ ଡଣ୍ଡ୍ ଆଦେସ୍ ଅଇଲା ଆଚେ ବଲି ସୁନ୍ଲା, ସେ ଦୁକ୍ ଅଇ ଏତାଇଲା ଆରି ମୁକିଅ ପୁଜାରିମନ୍କେ ଆରି ପାର୍ଚିନ୍ମନ୍କେ ତିରିସ୍ଟା ରୁପାଟାଙ୍ଗା ବାଉଡାଇଦେଇ କଇଲା,
ତାର୍ପଚେ ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ଇସ୍କାରିୟତ୍ ଜିଉଦା ନାଉଁର୍ ଗଟେକ୍ ସିସ୍ ଜିସୁକେ ମୁକିଅ ପୁଜାରିମନର୍ ଆତେ ଦାରାଇଦେବାକେ ରାଜିଅଇକରି ସେମନର୍ ଲଗେ ଗାଲା ।
ସେ ଦାପ୍ରେ ଜିସୁ ଏ କାତା କଇବାବେଲା, ବାର୍ଟା ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ଜେକି ଇସ୍କାରିୟତ୍ ଜିଉଦା ଆସି କେଟ୍ଲା । ଆରି ତାର୍ ସଙ୍ଗ୍ ବେସି ଲକ୍ମନ୍ ରଇଲାଇ । ସେ ଲକ୍ମନର୍ ଆତେ କାଣ୍ଡା ଆରି ଟେଙ୍ଗ୍ ଦାରିରଇଲାଇ । ସେ ଲକ୍ମନ୍କେ ମୁକିଅ ପୁଜାରିମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ମୁକିଅ ଜିଉଦି ନେତାମନ୍, ପାଟାଇ ରଇଲାଇ ।
ଆରି ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ଇସ୍କାରିୟତ୍ ଜିଉଦା ନାଉଁର୍ ଗଟେକ୍ ସିସ୍ ରଇଲା । ସେବେଲାଇ ତାର୍ ମନ୍ ବିତ୍ରେ ସଇତାନ୍ ପୁରିଦେଲା ।
ଜେଡେବଲ୍ ଜିସୁ ଏ କାତା କଇତେରଇଲା ଗାଦି ଲକ୍ମନ୍ ତେଇ ଆଇଲାଇ । ଜିସୁର୍ ବାର୍ଟା ସିସ୍ମନର୍ ବିତ୍ରେଅନି ଜିଉଦା ନାଉଁର୍ ସିସ୍, ସେମନର୍ ଆଗ୍ତୁ ଅଇ ସେମନ୍କେ ଡାକିଆନ୍ଲା, । ଆରି ଜିସୁକେ ଚୁମିକରି ସେମନ୍କେ ଚିନାଇଦେଲା ।
ସେଦିନର୍ ରାତି ଜିସୁ ଆରି ତାର୍ ସିସ୍ମନ୍ କାଇବାକେ ବସିରଇଲାଇ । ଜିସୁକେ ବିସ୍ବାସେ ବିସ୍ ଦେଲାପାରା କରାଇବା ଚିନ୍ତା, ସଇତାନ୍ ସିମନ୍ ଇସ୍କାରିୟତର୍ ପିଲା ଜିଉଦାର୍ ମନେ ପୁରିକରି ଦେଲା ।
ମାତର୍ ତମର୍ ବିତ୍ରେଅନି କେତେକ୍ ଲକ୍ମନ୍ ମକେ ବିସ୍ବାସ୍ କରାସ୍ ନାଇ ।” କାଇକେବଇଲେ ବିସ୍ବାସ୍ ନ କର୍ବା ଲକ୍ମନ୍କେ ଜିସୁ ଆଗେଅନି ଜାନିରଇଲା । ଆରି ପଚେ ଜନ୍ ଲକ୍ ତାକେ ସତ୍ରୁକେ ସର୍ପି ଦେଇସି, ତାକେ ମିସା ଜାନି ରଇଲା ।
ଇସ୍କାରିୟତର୍ ପିଲା ଜିଉଦାକେ ଦେକାଇକରି ସେ ଏନ୍ତି କଇରଇଲା । କାଇକେ ବଇଲେ ବାର୍ଟା ସିସ୍ମନର୍ ବିତ୍ରେ ଅନି ଜିଉଦା ଗଟେକ୍ ଲକ୍ ଅଇମିସା, ଜିସୁକେ ବିସ୍ବାସେ ବିସ୍ ଦେଲାପାରା ସତ୍ରୁମନ୍କେ ସର୍ପି ଦେବାକେ ମନ୍ କର୍ତେ ରଇଲା ।
ଜିରୁସାଲେମ୍ ନଅରେ ଜାଇକରି ସେମନ୍ ରଇବା ବାକ୍ରାଇ ପୁର୍ଲାଇ । ପିତର୍, ଜଅନ୍, ଜାକୁବ୍ ଆରି ତାର୍ ବାଇ ଆନ୍ଦ୍ରିୟ, ପିଲିପ୍, ତମା, ବାର୍ତଲମି, ମାତିଉ, ଆଲ୍ପିର୍ ପିଲା ଜାକୁବ୍, ଦେସ୍ ଆଲାଦ୍କର୍ବା ସିମନ୍ ଆରି ଜାକୁବର୍ ପିଲା ଜିଉଦା, ଏମନ୍ ରଇଲା ତେଇର୍ ପେରିତ୍ ସିସ୍ମନ୍ ।
ଜେ ପେରିତ୍ ସିସ୍କାମ୍ କରିପାର୍ସି, ତାକେ ଆମ୍କେ ଜାନାଆ ।”