ମାତିଉ 11:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଜଦି ସେମନର୍ କାତା ତମେ ବିସ୍ବାସ୍ କର୍ସା, ତେବେ ଜଅନ୍ ଅଇଲାନି ସେ ଏଲିୟ, ଜେ କି ପର୍ତୁମ୍ ଆଇବାର୍ ରଇଲା । အခန်းကိုကြည့်ပါ။ |
ତାର୍ପଚେ ମୁଇ କେତେଟା ବସ୍ବା ଜାଗାମନ୍ ଦେକ୍ଲି । ଜେତ୍କି ଲକ୍ ବସ୍ବା ଜାଗାଇ ବସିରଇଲାଇ, ସେମନ୍କେ ନିଆଇ କର୍ବାକେ ବପୁ ଦିଆଅଇରଇଲା । ଆରି ତାଡ୍ନା ପାଇ ମରାଇଅଇରଇବା ଆତ୍ମାମନ୍କେ ଦେକ୍ଲି । ଜିସୁ ଜାନାଇରଇଲା ସତ୍ ଆରି ପର୍ମେସରର୍ ବାକିଅ ସେମନ୍ ଜାନାଇରଇଲାଇ । ପସୁକେ କି ତାର୍ ମୁର୍ତିକେ ସେମନ୍ ଜୁଆର୍ କରତ୍ନାଇ । ପସୁର୍ ଚିନ୍ ତାକର୍ କାପାଲେ କି ତାକର୍ ଆତେ ଗଦିଅଅତ୍ ନାଇ । ସେମନ୍ ଜିବନ୍ ପାଇଲାଇ ଆରି ଅଜାର୍ ବରସ୍ଜାକ କିରିସ୍ଟସଙ୍ଗ୍ ରାଜା ଇସାବେ ସାସନ୍ କଲାଇ ।