16 ଏ ଜୁଗର୍ ଲକ୍ମନ୍କେ କାର୍ ସଙ୍ଗ୍ ସମାନ୍ କର୍ବି ? ସେମନ୍ ଆଟ୍ ମଜାଇ ବସିକରି କେଲ୍ବା ପିଲାମନର୍ ପାରା । ଗଟେକ୍ ଦଲର୍ ପିଲାମନ୍ ଆରି ଗଟେକ୍ ଦଲ୍କେ କଇବାଇ,
ଜାକେ କାନ୍ଆଚେ, ସେ ସୁନ ।
“ଆମେ ବିବା ବାଜା ବାଜାଇଲୁ, ମାତର୍ ତମେ ନାଟ୍ କରାସ୍ ନାଇ । ଦୁକର୍ ଗିତ୍ ଗାଇଲୁ ତମେ କାନ୍ଦାସ୍ ନାଇ ।
ଏ ସାଁପ୍ ପାରା କାରାପ୍ ଲକ୍ମନ୍ ! ତମେ କାରାପ୍ ଅଇ ନିମାନ୍ କାତା କଇପାରାସ୍ କି ? ମନେ ଚିନ୍ତାକଲାଟା ଟଣ୍ଡ୍ବାଟେ ବାରଇସି ।
ମୁଇ ସତ୍ କଇଲିନି, ଏ ସବୁ ଲକ୍ମନ୍କେ ମରାଇଲା ପାଇ ଏ ଜୁଗର୍ ଲକ୍ମନ୍ ଡଣ୍ଡ୍ ପାଇବାଇ ।
ଆଟେ ବାଟେ ଆରି ଦୁକାନେ ଲକ୍ମନ୍ ସେମନ୍କେ ମାନିକରି ଜୁଆର୍ କରତ୍ ଆରି ‘ଗୁରୁ’ ବଲି ଡାକତ୍, ଏନ୍ତାରି ସେମନ୍ ମନ୍ କର୍ବାଇ ।
“ ଏତାଇରୁଆ, ମୁଇ ସତ୍ କଇଲିନି, ଏବେ ଜିବନ୍ ରଇଲା ଲକ୍ମନର୍ ବିତ୍ରେଅନି ସବୁ ଲକ୍ ମର୍ବା ଆଗ୍ତୁ, ଏସବୁ ବିସଇ ଗଟ୍ସି ।
ଜିସୁ ଆରି କେତେଟା ବିସଇ ସିକାଇଦେବା ବେଲେ କଇଲା, “ତମେ ନିୟମ୍ ସିକାଇଦେବା ଲକ୍ମନର୍ପାରା ଚଲାଚଲ୍ତି ନ ଅଇକରି ଜାଗ୍ରତ୍ ସଙ୍ଗ୍ ରୁଆ । ସେମନ୍ ସନ୍ମାନ୍ ପାଇବାକେ ବେସି ଡେଙ୍ଗ୍ ପଚିଆ ପିନ୍ଦିକରି ଏନେ ତେନେ ବୁଲ୍ବାଇ । ଆଟେ ବାଟେ ଲକ୍ମନର୍ଟାନେଅନି ଜୁଆର୍ ପାଇକରି ସନ୍ମାନ୍ ପାଇବାକେ ମନ୍ କର୍ବାଇ ।
ସେ ଆରି ତରେକ୍ କଇଲା, “ଆମେ ପର୍ମେସରର୍ ରାଇଜ୍ କାଇଟା ସଙ୍ଗ୍ ସମାନ୍ କରୁ ? ନଇଲେ କାଇ ଉଦାଅରନ୍ ସଙ୍ଗ୍ ବୁଜାଇଦେଉଁ ?
“ଅଇରେ ପାରୁସିମନ୍, ତମର୍ ଉପ୍ରେ ଗଟେକ୍ ବଡ୍ ଡଣ୍ଡ୍ ଲାଦିଅଇସିବେ ! କାଇକେବଇଲେ ତମେ ପାର୍ତନାଗରେ ମୁକିଅ ଜାଗାଇ ବସ୍ବାକେ ମନ୍ କର୍ସା ଆରି ଆଟେବାଟେ ଲକ୍ମନର୍ଟାନେଅନି ଜୁଆର୍ କରାଇଅଇବାକେ ବଲ୍ ବଲାଇଅଇସା ।
ତାର୍ ପଚେ ଜିସୁ କଇଲା, “ପର୍ମେସରର୍ ରାଇଜ୍ କେନ୍ତାଟା, ଆରି ମୁଇ କାଇଟା ସଙ୍ଗ୍ ସେଟା ସମାନ୍ କର୍ବି ?