30 ମୁଇ ତମର୍ ଉପ୍ରେ ଜନ୍ ଜୁଆଡି ସଙ୍ଗଇବି ସେଟା ତମ୍କେ ବଇବାକେ ସଅଜ୍ ଅଇସି । ଆରି ତମ୍କେ ଜନ୍ ବଜ୍ ଦେବି, ସେଟା ମିସା ବେସି ଉସାସ୍ ।”
ତାର୍ କେତେ ଦିନ୍ ପଚେ ଜିସୁ ଗଟେକ୍ ବିସ୍ରାମ୍ବାରେ ତାସ୍ପଦାର୍ ବାଟେ ଜାଇତେରଇଲା । ଜିବାବେଲେ ତାର୍ ସିସ୍ମନ୍କେ ବୁକ୍ ଲାଗ୍ଲାଜେ କେଡ୍ ଚିଡାଇ କାଇବାର୍ ଦାର୍ଲାଇ ।
ଜେନ୍ତାରି କି ତମେ ମର୍ତେଇ ରଇକରି ସାନ୍ତି ପାଇସା, ସେଟାର୍ପାଇ ମୁଇ ତମ୍କେ ଏ ସବୁ ବିସଇ କଇଆଚି । ଏ ଦୁନିଆଇ ତମର୍ପାଇ ବେସି ଦୁକ୍ କସ୍ଟ ଆଚେ, ମାତର୍ ଡାଟ୍ସଙ୍ଗ୍ ରୁଆ, ମୁଇ ଦୁନିଆର୍ କାରାପ୍ ବପୁ ନସାଇକରି ଜିତିଆଚି ।”
ସେନ୍ତି ଆଲେ ଗଟେକ୍ ବଡ୍ ବଜ୍ ପିଟିତେଇ ଲାଦିଦେଲାପାରା, ଆମର୍ ସବୁ ନିୟମ୍ ମାନ୍ବାର୍ ଆଚେ ବଲି କଇକରି ପର୍ମେସର୍କେ କାଇକେ ପରିକା କଲାସ୍ନି ? ଆଜି ଜନ୍ ବଜ୍ ବଇବାକେ, ଆମର୍ ଆନିଦାଦିମନ୍ କି ଆମେ ମିସା ବଇ ନାପାର୍ତେ ରଇଲୁ।
କେତେଟା ଦର୍କାର୍ ରଇଲା ନିୟମ୍ ଚାଡି, ତମର୍ ଉପ୍ରେ ଆରି କାଇମିସା ବଜ୍ ନ ଲାଦ୍ବାକେ ଆମେ ସୁକଲ୍ଆତ୍ମାଇ ଅନି ଚାଲ୍ନା ପାଇଲୁଆଚୁ ।
କାଇକେ ବଇଲେ ଆମର୍ ଦୁକ୍ କସ୍ଟ ସବୁ ଉନା ଅଇକରି ଚନେକର୍ପାଇ । ମାତର୍ ସେଟା ଆମ୍କେ ନ ସର୍ବା ସବୁଦିନର୍ ମଇମା ଆନ୍ସି । ସେଟା ଆମର୍ ଦୁକ୍ କସ୍ଟ ଟାନେଅନି ବଡ୍ ରଇସି ।
ଏବେ ଆମେ ବାନ୍ଦ୍ନେଅନି ମୁକ୍ଲିଆଚୁ । ଆମ୍କେ କିରିସ୍ଟ ବାନ୍ଦନେଅନି ମୁକ୍ଲାଇଆଚେ । ସେଟାର୍ ପାଇ ଆମେ ବାନ୍ଦନ୍ କୁସ୍ଲାଇ ଡାଟ୍ ସଙ୍ଗ୍ ରଉଁ । ଆରି ତରେକ୍ ଗତିଦାଙ୍ଗ୍ଡାର୍ ବାନ୍ଦନେ ବାନ୍ଦିଅଇବାକେ ନ ଦେଉ ।
ଜଦି ସୁକଲ୍ଆତ୍ମା ତମ୍କେ ଚାଲ୍ନା ଦେଇସି, ତେବେ ତମେ ଆରି ମସାର୍ ନିୟମର୍ ତଲେ ନାଇ ।
ଏ ସବୁ ଗଟ୍ନା ଆଇଲେ ମିସା ମୁଇ ମୁର୍ଚିକରି ରଇବାକେ ସିକ୍ଲିଆଚି । କାଇକେବଇଲେ, କିରିସ୍ଟ ମକେ ବପୁ ଦେଲାନି ।
ଆମେ ଜଦି ସତଇସେ ପର୍ମେସର୍କେ ଆଲାଦ୍ କଲେ, ତାର୍ ଆଦେସ୍ ସବୁ ମାନ୍ବୁ । ସେ ଆମ୍କେ ତିଆର୍ଲା ବିସଇ ମାନ୍ବାକେ ଆମ୍କେ ଆବଡ୍ ନ ଲାଗେ ।