8 କାକେ ଦେକ୍ବାକେ ଜାଇ ରଇଲାସ୍ ? କାଇ ସୁନ୍ଦର୍ ବସ୍ତର୍ ପିନ୍ଦିରଇବା ଲକ୍କେ ଦେକ୍ବୁ ବଲି ଜାଇ ରଇଲାସ୍ କି ? ସେନ୍ତି ବସ୍ତର୍ ପିନ୍ଦ୍ବା ଲକ୍ ରାଜାର୍ ଗରେ ରଇବାଇ ।
ଜଅନର୍ ସିସ୍ମନ୍ ବାଉଡି ଗାଲାବେଲେ ଜିସୁ ଲକ୍ମନ୍କେ ଜଅନର୍ ବିସଇ କଇଲା, ତମେ ଜଅନ୍କେ ଦେକ୍ବାକେ ଜେଡେବଲ୍ ମରୁବାଲିବୁଏଁ ଜାଇରଇଲାସ୍, କାଇଟା ଦେକ୍ବାକେ ଆସା କରିରଇଲାସ୍ ? ପବନ୍ ମାର୍ଲେ ଜୁଲ୍ବା ଗାଁସ୍ ପତର୍ ?
ମକେ କୁଆ, କାଇଟା ଦେକ୍ବାକେ ଜାଇ ରଇଲାସ୍ ? ଗଟେକ୍ ବବିସତ୍ବକ୍ତାକେ ଦେକ୍ବୁ ବଲିକରି କି ? ସେଟା ତ ସତ୍, ମାତର୍ ଅବ୍କା ବବିସତ୍ବକ୍ତା ଟାନେଅନି ଗଟେକ୍ ଅଦିକ୍ ବଡ୍ ଲକ୍କେ ବେଟ୍ପାଇଆଚାସ୍ ।
ଜଅନ୍ ପିନ୍ଦ୍ବାଟା ଉଁଟ୍ ଚାମ୍ ସଙ୍ଗ୍ ତିଆର୍ ଅଇ ରଇଲା । ଆରି ଚାମର୍ ଆଁଟାବେଡା ବାନ୍ଦିଅଇତେ ରଇଲା । ସେ ଚିଟ୍କା ଆରି ବନେ ରଇବା ମୁଉ କାଇତେରଇଲା ।
ସେଟା ନଇଲେ ତମେ କାଇଟା ଦେକ୍ବାକେ ବାରଇଜାଇ ରଇଲାସ୍ ? କାଇ ଜବର୍ ଡାବୁଦେଇ ବସ୍ତର୍ ଗେନି ପିନ୍ଦିରଇବା ଗଟେକ୍ ଲକ୍କେ ଦେକ୍ବାକେ ? ଦେକା, ଜନ୍ ଲକ୍ମନ୍ ଜେ କି ସୁନ୍ଦର୍ ବସ୍ତର୍ ପିନ୍ଦିକରି, ସୁକର୍ ସଙ୍ଗ୍ ଦିନ୍ ବିତାଇବାଇ, ସେମନ୍ ତା ରାଜାର୍ ନଅରେ ରଇବାଇ ।
ଏବେ ଜାକ ମିସା ଆମ୍କେ ପେଟ୍ପୁର୍ତେ କାଇବାପିଇବାକେ ମିଲେନାଇ । ପିନ୍ଦ୍ବାକେ ବେସି ପୁର୍ନା ବସ୍ତର୍ ଆଚେ । ଲକ୍ମନ୍ ଆମ୍କେ ମାର୍ଲାଇନି ଆରି ରଇବାକେ ଜାଗା ନଇଲାର୍ ପାଇ ଏନେତେନେ ଅଇ ବୁଲ୍ଲୁନି ।
ମର୍ କାମ୍ ଆବଡ୍ କାମ୍ ଆରି ମୁଇ ସବୁବେଲେ ଆବଡ୍ କାମ୍ କଲିଆଚି । ବେସି ତର୍ ରାତିଆ ସଇ ନାପାର୍ଲି, ବୁକେ ସସେ ରଇଆଚି, ବେସି ତର୍ ମକେ କାଦି କେଟେ ନାଇ, ପିନ୍ଦ୍ବାକେ ବସ୍ତର୍ ନାଇ, କି ରଇବାକେ ଗର୍ ନ ରଇଲା ।
ବାସ୍ତା ପିନ୍ଦିରଇବା ଦୁଇଟା ସାକିମନ୍କେ ମୁଇ ପାଟାଇବି । ସେ ବାରସ ସାଟେଦିନ୍ ମୁଇ ସେମନ୍କେ କଇଲାଟା ଜାନାଇବାଇ ।