12 ମେଣ୍ଡାର୍ତେଇ ଅନି ଗଟେକ୍ ଲକର୍ ମୁଲିଅ କେତେକ୍ ଅଦିକ୍ । ସେଟାର୍ ପାଇ ଆମେ ବିସ୍ରାମ୍ବାରେ ବିନ୍ ଲକ୍କେ ସାଇଜ କର୍ବାଟା ସାସ୍ତରେ ରଇବା ରିତିନିତିର୍ ବିରଦ୍ ଅଇବା କାମ୍ ନଏଁ ।”
ଡରାନାଇ, ବେସି ଚେଟିଆ ଚଡଇମନର୍ ତେଇ ଅନି ତମର୍ ଦାମ୍ ଅଦିକ୍ ।”
ଚଡଇମନ୍କେ ଦେକା, ସେମନ୍ ନ ବୁନତ୍ କି ନ କାଟତ୍, କି କଲ୍କିତେଇ ନ ସଙ୍ଗଅତ୍, ଅଇଲେ ମିସା ସରଗର୍ ବାବା ସେମନ୍କେ କାଇବାପାଇ ଜାଗାଇଲାନି । ତମେ କାଇ ସେମନର୍ତେଇଅନି ମୁକିଅ ନୁଆସ୍ କି ?
ଆରି ଜିସୁ ଲକ୍ମନ୍କେ ପାଚାର୍ଲା, “ ବିସ୍ରାମ୍ବାରେ କାଇଟା କର୍ବା ନିଅମ୍ ? ନିକ କର୍ବାର୍ କି ଆସାର୍ କର୍ବାର୍ ? ଜିବନ୍ ବଁଚାଇବାର୍ କି ମରାଇଦେବାର୍ ?” ମାତର୍ ସେମନ୍ କାଇଟା ନ କଇ ଚିମ୍ରାଅଇ ରଇଲାଇ ।
ଚଡଇମନର୍ ବିସଇନେଇକରି ବାବିଦେକା, ସେମନ୍ ନ ବୁନତ୍ କି ନ କାଟତ୍, ଆରି ସେମନର୍ ବାଣ୍ଡାର୍ଗର୍ କି କାଦି ସଙ୍ଗଇବା ଆମାର୍ ଗର୍ ନାଇ । ଅଇଲେ ମିସା ମାପ୍ରୁ ସେମନ୍କେ କାଦି ଜାଗାଇଦେଇସି । ତମେ ଚଡଇମନର୍ ଟାନେଅନି କେତେକ୍ ଅଦିକାରର୍ ଲକ୍ ।
ତରେକ୍ ଜିସୁ ବିସ୍ରାମ୍ବାରେ ବଜି କାଇବାକେ ଗଟେକ୍ ପାରୁସି ନେତାର୍ ଗରେ ଗାଲା । ଆରି ସେମନ୍ ଜିସୁକେ କାଇଆଲେ ବୁଲ୍ ଦାର୍ବାକେ ଆଁକିମରାଇ ଦେକ୍ତେ ରଇଲାଇ ।
ତେଇ ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ପାଚାର୍ଲିନି, ବିସ୍ରାମ୍ବାରେ ବିଦି ଇସାବେ କାଇଟା କର୍ବାର୍ ? ନିକ କର୍ବାର୍ କି କାରାପ୍ କର୍ବାର୍ ? ଜିବନ୍ ବଁଚାଇବାର୍ କି ମରାଇବାର୍ ?”