13 ଏତ୍କି କଇକରି ସେ ଆତ୍ ସୁକିଜାଇରଇଲା ଲକ୍କେ କଇଲା, “ଆତ୍ ସଲକ୍ କର୍ ।” ସେ ଲକ୍ ଆତ୍ ସଲକ୍ କଲା ଦାପ୍ରେ, ସେ ଆତ୍ ନିକ ଲକର୍ ଆତ୍ ପାରା ଅଇଗାଲା ।
କାଣାମନ୍ ଦେକିପାର୍ଲାଇନି, ଚଟାମନ୍ ଇଣ୍ଡ୍ଲାଇନି, ବଡ୍ ରଗିମନ୍ ନିମାନ୍ ଅଇଲାଇନି, ବଇରାମନ୍ ସୁନ୍ଲାଇନି, ମଲା ଲକ୍ମନ୍ ଜିବନ୍ ଅଇଲାଇନି ଆରି ଗରିବ୍ ଲକ୍ମନର୍ ଲଗେ ନିମାନ୍ କବର୍ କେଟ୍ଲାନି ।
ତେଇ ଜିସୁ ଆତ୍ ଲାମାଇ ତାକେ ଚିଇ କଇଲା, “ମୁଇ ମନ୍ କଲିନି, ସୁକଲ୍ ଅ ।” ଜିସୁ ଏତ୍କି କଇଲା ଦାପ୍ରେ ସେ ଲକ୍ ବଡ୍ ରଗେଅନି ନିକ ଅଇଲା ।
ଜିସୁ ସେ ମାଇଜିର୍ ଉପ୍ରେ ଆତ୍ ସଙ୍ଗଇଲା । ସେ ମାଇଜି ସେ ଦାପ୍ରେସେ ସଲକ୍ ଅଇ ପର୍ମେସର୍କେ ମଇମା କର୍ବାର୍ ଲାଗ୍ଲା ।
ସେବେଲେ ପବ୍ଲିଅସର୍ ବାବା ଜର୍ ଆରି ରକତ୍ଜାଡା ଦାରାଇଅଇ ଡୁଲିରଇଲା । ପାଉଲ୍ ତାକର୍ ବାକ୍ରାଇ ଜାଇ ତାର୍ପାଇ ପାର୍ତନା କରି ତାର୍ ଉପ୍ରେ ଆତ୍ ଚିଇ ତାକେ ନିମାନ୍କଲା ।