16 ତାର୍ ନିଜର୍ ବିସଇ ବିନ୍ ଲକ୍ମନ୍କେ କାଇ ବଲି ନ କୁଆ ବଲି ସେମନ୍କେ ଆଦେସ୍ ଦେଇତେରଇଲା ।
ଜିସାୟ ବବିସତ୍ବକ୍ତାର୍ ଟାନେଅନି ପର୍ମେସର୍ ଜନ୍ କାତା ସୁନାଇରଇଲା, ସେଟା ପୁରାପୁରୁନ୍ କର୍ବାକେ ଏଟା କଲା,
ସେମନ୍ ଡଙ୍ଗ୍ରେଅନି ଉତ୍ରି ଆଇଲା ବେଲେ ଜିସୁ ସେମନ୍କେ ଆଦେସ୍ ଦେଇ କଇଲା, “ନର୍ପିଲା ମୁଇ ମଲାଟାନେଅନି ଆରିତରେକ୍ ନ ଉଟ୍ବା ଜାକ ଏ ଦେକ୍ଲା କାତା ତମେ କାକେ କୁଆ ନାଇ ।”
ଜିସୁ ତାକେ କଇଲା, “ସୁନ୍, ତୁଇ କେନ୍ତିଅଇ ନିକ ଅଇଲୁସ୍, ଏ କାତା କାକେ ମିସା କ ନାଇ, ମାତର୍ ସିଦା ପୁଜାରିର୍ ଲଗେ ଜାଇକରି ନିଜ୍କେ ଦେକାଇ ଅ, ଆରି ତୁଇ ନିକ ଅଇ ଆଚୁସ୍ ବଲି ସବୁ ଲକର୍ ଟାନେ ଜାନାଇଅଇବାକେ ମସାର୍ ନିୟମ୍ ଇସାବେ ପର୍ମେସର୍କେ ସର୍ପିଦେସ୍ ।”
ଜିସୁ କଇଲା ଦାପ୍ରେ କାଣାମନ୍ ଆଁକି ଦେକିପାର୍ଲାଇ । ଆରି ଜିସୁ, ସେମନ୍କେ ଡାଟ୍କରି, “ଏ ବିସଇ କାକେ ମିସା କୁଆ ନାଇ ।” ବଲି କଇଲା ।
ସେଡ୍କିବେଲେ ଜିସୁ ସିସ୍ମନର୍ ସଙ୍ଗ୍ ଲକ୍ମନର୍ଟାନେଅନି ବେଗ୍ଲି କରି, ସମ୍ଦୁର୍ କଣ୍ଡିବାଟେ ବାରଇ ଗାଲା । ଆରି ଗାଲିଲି ଅନି ବେସି ଲକ୍ ତାର୍ ପଚେ ପଚେ ଆଇଲାଇ, ଆରି ଜିଉଦା,
ଜିସୁ ଲକ୍ମନ୍କେ ଏ ବିସଇ କାକେ ନ କଇବାକେ ଆଦେସ୍ ଦେଲା, ମାତର୍ ସେ ଲକ୍ମନ୍କେ ଜେତେକ୍ ନିଚୁବଇଲେ ମିସା ସେମନ୍ ଆରି ଅଦିକ୍ ଅଦିକ୍ ସେଟା ଜାନାଇଲାଇ ।