2 ସେଟା ଦେକି ପାରୁସିମନ୍ ଜିସୁକେ ପାଚାର୍ଲାଇ, “ଦେକ୍ ବିସ୍ରାମ୍ବାରେ ତର୍ ସିସ୍ମନ୍ କେନ୍ତାରି ସାସ୍ତରେ ରଇବା ରିତିନିତି ବିରଦର୍ କାମ୍ କଲାଇନି ।”
ତେଇ ଆତ୍ ସୁକିଜାଇରଇଲା ଗଟେକ୍ ଲକ୍ ରଇଲା । ଜିସୁର୍ ଦସ୍ ଦାର୍ବାକେ ପାରୁସିମନ୍ ଗଟେକ୍ ଦଲଅଇ ତେଇ ଜାଗି ରଇଲାଇ । ସେଟାର୍ପାଇ ସେମନ୍ ଜିସୁକେ ପାଚାର୍ଲାଇ, “ବିସ୍ରାମ୍ବାରେ ନିମାନ୍ କର୍ବାଟା ଆମର୍ ନିୟମର୍ ବିରଦ୍ ନଏଁ କି ?”
ଜିସୁ ସେମନ୍କେ କଇଲା, “ଦିନେକ୍ ଦାଉଦ୍ ଆରି ତାର୍ ସଙ୍ଗ୍ ରଇଲା ଲକ୍ମନ୍ ବୁକେ ରଇଲା ବେଲେ, ଦାଉଦ୍ କାଇଟା କରି ରଇଲା, ତମେ ସାସ୍ତରେ ପଡାସ୍ ନାଇ କି ?
ସେ ଜାଗାଇ ରଇବା ପାରୁସିମନ୍ ଜିସୁକେ କଇଲାଇ, “ଦେକ୍ ବିସ୍ରାମ୍ବାରେ ଜନ୍ଟା କର୍ବାର୍ ଆମର୍ ବିଦି ନଏଁ । ତର୍ ସିସ୍ମନ୍ କାଇକେ ସେଟା କଲାଇନି ?”
ତାର୍ ପଚେ ଜିସୁ ସେ ପାରୁସି ଆରି ମସାର୍ ନିୟମ୍ ସିକାଇଦେବା ଲକ୍ମନ୍କେ ପାଚାର୍ଲା । “ମସାର୍ ନିୟମ୍ ଇସାବେ ବିସ୍ରାମ୍ବାରେ ଗଟେକ୍ ରଗ୍ ଅଇଲା ଲକ୍କେ ନିକ କର୍ବା ବିଦି ଆଚେ କି ନାଇ ?”
ସେମନ୍ ବାଉଡିଜାଇ ବାସ୍ନା ଚିକନ୍ ଆରି ବାସ୍ନା ଦିନ୍ସୁ ତିଆର୍ କର୍ତେ ରଇଲାଇ । ସେ କାମ୍ ସାର୍ବାକେ ବିସ୍ରାମ୍ଦିନ୍ କେଟ୍ଲା । ଆରି ସେ ଦିନେ ମସାର୍ ନିୟମ୍ ଇସାବେ, ସେମନ୍ ବିସ୍ରାମ୍ କଲାଇ ।
ସେମନ୍କେ ଦେକ୍ତେରଇବା ପାରୁସି ଲକ୍ମନର୍ ବିତ୍ରେଅନି କେତେଲକ୍ କଇଲାଇ, “ବିସ୍ରାମ୍ ବାରେ ଜନ୍ଟା କର୍ବାର୍ ବିଦି ନଏଁ, ସେଟା ତମେ କାଇକେ କଲାସ୍ନି ?”