ମାତିଉ 12:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ତାର୍ ପଚେ ଦିନେକ୍ ଲକ୍ମନ୍ ଗଟେକ୍ କାଣା ଅଇ ଗୁଲା ଅଇଜାଇରଇଲା ଲକ୍କେ ଜିସୁର୍ ଲଗେ ଆନ୍ଲାଇ । ତାକେ ଡୁମା ଦାରିରଇଲାଜେ କାତାଅଇ ନାପାର୍ତେ ରଇଲା । ଜିସୁ ତାକେ ନିମାନ୍ କଲା । ଏଦେ ଦେକା ! ସେ ଦେକ୍ଲା ଆରି କାତା କଇପାର୍ଲା । အခန်းကိုကြည့်ပါ။ |