3 ଜିସୁ ସେମନ୍କେ କଇଲା, “ଦିନେକ୍ ଦାଉଦ୍ ଆରି ତାର୍ ସଙ୍ଗ୍ ରଇଲା ଲକ୍ମନ୍ ବୁକେ ରଇଲା ବେଲେ, ଦାଉଦ୍ କାଇଟା କରି ରଇଲା, ତମେ ସାସ୍ତରେ ପଡାସ୍ ନାଇ କି ?
ସେଟା ଦେକି ପାରୁସିମନ୍ ଜିସୁକେ ପାଚାର୍ଲାଇ, “ଦେକ୍ ବିସ୍ରାମ୍ବାରେ ତର୍ ସିସ୍ମନ୍ କେନ୍ତାରି ସାସ୍ତରେ ରଇବା ରିତିନିତି ବିରଦର୍ କାମ୍ କଲାଇନି ।”
ସେଦିନେ ସେମନ୍ ମନ୍ଦିର୍ ବିତ୍ରେ ପୁରି, ମାପ୍ରୁର୍ପାଇ ସର୍ପି ଅଇରଇବା ରୁଟି କାଇଲାଇ । ନିୟମ୍ ଇସାବେ ପୁଜାରିକେ ଚାଡି, ସେ ରୁଟି କେ ମିସା କାଇବାର୍ ଅଦିକାର୍ ନ ରଇଲା ।
ତମେ କାଇ ପଡାସ୍ ନାଇ କି ? ମସାର୍ ନିୟମ୍ ଇସାବେ ସବୁ ବିସ୍ରାମ୍ବାରେ ପୁଜାରିମନ୍ ନିୟମ୍ ନ ମାନ୍ଲେ ମିସା, ସେଟାର୍ ପାଇ, ସେମନ୍ ଦସି ବଲି ବିଚାର୍ନା ନ ଅଅତ୍ ।
ଜିସୁ କଇଲା, “ସାସ୍ତରେ ପଡାସ୍ ନାଇ କି ? ଆଦିପୁର୍ବେ ପର୍ମେସର୍ ନର୍ ଲକ୍କେ ମୁନୁସ୍ ଆରି ମାଇଜି କରି ତିଆର୍ କଲା ।
ସେମନ୍ ଜିସୁକେ ପାଚାର୍ଲାଇ, “ଏମନ୍ କାଇବଲି କଇଲାଇନି ତୁଇ ସୁନି ପାର୍ଲୁସ୍ନି ?” ଜିସୁ କଇଲା, “ଉଁ ସୁନ୍ଲିନି । ଦରମ୍ ସାସ୍ତରେ କାଇ ଏ କାତା ପଡାସ୍ ନାଇ କି ? ‘ତମେ ପିଲାମନ୍କେ ଆରି କଅଁଲା ପିଲାମନ୍କେ ଟିକ୍ ଇସାବେ ଆରାଦନା କର୍ବାକେ’ ସିକାଇଆଚାସ୍ ?”
ମଲା ଲକ୍ମନ୍ ଆରି ତରେକ୍ ଉଟ୍ବା ବିସଇ, ପରମେସର୍ ଜନ୍ଟା କଇଲା ଆଚେ, ତମେ କାଇ ସାସ୍ତରେ କେବେ ପଡାସ୍ ନାଇ କି ?
“ଗର୍ ବାନ୍ଦ୍ବା ଲକ୍ମନ୍ ଜନ୍ ପାକ୍ନା ନଏଁ ବଲି ଚାଡ୍ଲାଇ, ସେ ପାକ୍ନା ମୁକିଆ ପାକ୍ନା ଅଇଲା ବଲିକରି ତମେ ପର୍ମେସରର୍ ବଇତେଇ ପଡାସ୍ ନାଇ କି ?”
ମଲାଟାନେଅନି ଉଟ୍ବା ବିସଇ ମସା ଲେକ୍ଲା ବଇଟାନେ ପଡାସ୍ ନାଇ କି ? ପର୍ମେସର୍ ଜଇଲାଗ୍ବା ବୁଟାଇ ମସାକେ ଦେକାଇରଇଲାଜେ, ‘ମୁଇ ଅବ୍ରାଆମର୍, ଇସାକର୍ ଆରି ଜାକୁବର୍ ପର୍ମେସର୍ ।’ ବଲି କଇଲାଟା, ଲେକା ଅଇଲାଆଚେ । ମାତର୍ ଏ ଲକ୍ମନ୍ ସବୁ ମରିଗାଲାଇ ଆଚତ୍ ।
ଜିସୁ ତାକେ କଇଲା, “ନିୟମ୍ ସାସ୍ତରେ କାଇଟା ଲେକାଆଚେ ? ତୁଇ କେନ୍ତାରି ପଡ୍ଲୁସ୍ନି ?”
ଜିସୁ ସେମନ୍କେ କଇଲା, “ଦାଉଦ୍ ଆରି ତାର୍ ସଙ୍ଗର୍ ଲକ୍ମନ୍ ବୁକେ ରଇଲାବେଲେ, ଦାଉଦ୍ କାଇଟା କରିରଇଲା, ସେଟା କାଇ ତମେ ପଡାସ୍ ନାଇ କି ?