30 ଜେ ମର୍ ବାଟେ ନ ରଏ, ବାଇଦରେ ସେ ମର୍ ବିରୁଦେ ଆଚେ । ଆରି ଜେ ମର୍ ସଙ୍ଗ୍ ମିସିକରି ନ ଟୁଲିଆଏ, ସେ ବିଚିଦେଲାନି ।
ଆଗେ ଗଟେକ୍ ବପୁର୍ ଲକ୍କେ ନ ବାନ୍ଦ୍ତେ କେ ମିସା ତାର୍ ଗରେ ପୁରିକରି ଗରେ ରଇଲାଟା ଚରାଇ ନେଇ ନାପାରତ୍ ।
“କେ ମିସା ଗଟେକ୍ ଲକ୍ ଦୁଇଟା ସାଉକାରର୍ ସେବାକରି ନାପାରେ । ସେ ଗଟେକ୍ ଲକ୍କେ ମାନ୍ସି ଆରି ଗଟେକ୍ ଲକ୍କେ ଗିନ୍ କର୍ସି । ନଇଲେ ଗଟେକ୍ ଲକ୍କେ ବିସ୍ବାସ୍ କର୍ସି ଆରି ଗଟେକ୍ ଲକ୍କେ ବିସ୍ବାସ୍ ନ କରେ । ତମେ ଏକାତର୍ ପର୍ମେସର୍କେ ଆରି ଡାବୁକାସୁକେ ସେବାକରି ନାପାରାସ୍ ।”
କାଇକେବଇଲେ ଜେ ଆମ୍କେ ବିରଦ୍ ନ କରେ, ସେ ଆମର୍ ନିଜର୍ ଲକ୍ ।
“ଜେ ଆମ୍କେ ବିରଦ୍ ନ କରେ, ସେ ଆମର୍ ନିଜର୍ ଲକ୍ । ଜେ ମର୍ ସଙ୍ଗ୍ କୁଡାଏନାଇ, ସେ ବିଚିପାକାଇସି ।”
ମାତର୍ ଜିସୁ ସେମନ୍କେ କଇଲା, “ତେବାଆ ନାଇ, ଜନ୍ଲକ୍ ତମର୍ ବିରଦେ ନାଇ, ସେମନ୍ ତମର୍ ବାଟେ ।”
ଚିନ୍ ଚତର୍ ଅଇଜାଇରଇବା ପର୍ମେସରର୍ ଲକ୍ମନ୍କେ ଟୁଲିଆଇ, ଗଟେକ୍ କୁଟୁମ୍ କରାଇବାକେ ଜିସୁ ମର୍ବାକେ ଗାଲାନି ।
ଏ ବିରଦ୍ କର୍ବାଟାମନ୍ ଆମର୍ ସଙ୍ଗ୍ ମିସିବିଡି ରଇଲାଇ । ଆରି ଏବେ ସେମନ୍ ଚାଡିଦେଲାଇ । ସେମନ୍ କେବେ ମିସା ଆମର୍ ମିସାବିଡାଟାନେ ମିସତ୍ନାଇ । ଜଦି ସେମନ୍ ସତଇସେ ଆମର୍ ସଙ୍ଗର୍ ବିସ୍ବାସି ଅଇରଇଲେ, ଆମର୍ ସଙ୍ଗ୍ ରଇତାଇ । ମାତର୍ ସେମନ୍ ଚାଡ୍ଲାର୍ପାଇ ଆମର୍ ଦଲର୍ ଲକ୍ ନଅତ୍ ବଲି ଜାନାପଡ୍ଲା ।