ମାତିଉ 12:32 - ସତିଅର୍ ବାଟ୍ ନୁଆ ନିୟମ୍ 202032 ଜଦି କେ ନର୍ପିଲା, ମର୍ ବିରଦେ ନିନ୍ଦା କାତା କଇଲେ, ତାକେ କେମା ମିଲ୍ସି, ମାତର୍ ଜେ ଜଦି ସୁକଲ୍ ଆତ୍ମାର୍ ବିରୁଦେ ନିନ୍ଦା କାତା କଇଲେ ତାକେ ଏବେ କି ପଚ୍କେ ମିସା କେମା ନ ମିଲେ । အခန်းကိုကြည့်ပါ။ |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।