5 ତମେ କାଇ ପଡାସ୍ ନାଇ କି ? ମସାର୍ ନିୟମ୍ ଇସାବେ ସବୁ ବିସ୍ରାମ୍ବାରେ ପୁଜାରିମନ୍ ନିୟମ୍ ନ ମାନ୍ଲେ ମିସା, ସେଟାର୍ ପାଇ, ସେମନ୍ ଦସି ବଲି ବିଚାର୍ନା ନ ଅଅତ୍ ।
ସେଦିନେ ସେମନ୍ ମନ୍ଦିର୍ ବିତ୍ରେ ପୁରି, ମାପ୍ରୁର୍ପାଇ ସର୍ପି ଅଇରଇବା ରୁଟି କାଇଲାଇ । ନିୟମ୍ ଇସାବେ ପୁଜାରିକେ ଚାଡି, ସେ ରୁଟି କେ ମିସା କାଇବାର୍ ଅଦିକାର୍ ନ ରଇଲା ।
ମୁଇ ତମ୍କେ କଇଲିନି, ଆଜି ଏ ମନ୍ଦିର୍ଟାନେଅନି ମୁକିଅ ବିସଇ ଇତି ଆଚେ ।”