ମାତିଉ 13:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଜିସୁ କଇଲା, “ସରଗ୍ ରାଇଜର୍ ଟିକି ନିକି କାତା ବୁଜ୍ବାକେ ତମେ ଗିଆନ୍ ପାଇଆଚାସ୍ । ମାତର୍ ସେମନ୍ ପାଅତ୍ ନାଇ । အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।
ଏ ସବୁ ବିସଇ ତମ୍କେ ଆତ୍ମା ଇସାବେ ସାର୍ଦା କରାଇବାପାଇ ମୁଇ କଲିନି । ଜେନ୍ତାରିକି ତମେ ଗଟେକ୍ ମନ୍ ଅଇକରି ଆଲାଦ୍ କରାକରି ଅଇସା । ତମେ ପୁରାପୁରୁନ୍ ବୁଜ୍ବାବେଲେ ବେସି ଆସା ଆରି ସାର୍ଦା ଅଇରଇସା । ଜଦି ତମ୍କେ ଏ ଆସା ରଇଲେ, ପର୍ମେସର୍ ଜଜ୍ନା କଲାଟା ଜାନିପାରାସ୍ । ସେ ଆସା ପୁର୍ବେ ରଇଲା ଲକ୍ମନ୍କେ ଜାନାଇ ନ ରଇଲା । ସେଟା ନିଜେ କିରିସ୍ଟର୍ ବିସଇସେ ।
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”
ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।