12 ଜାକେ ଆଚେ, ତାକେ ଦିଆଅଇସି । ତେଇଅନି ସେ ଅଦିକ୍ ଅଦିକ୍ ଲାବ୍ କର୍ସି । ମାତର୍ ଜାକେ ନାଇ, ତାର୍ଟାନେ ଜେତ୍କି ଆଚେ, ସେଟା ମିସା ନିଆଅଇସି ।”
ଜିସୁ ଆରି କଇଲା, “ସେଟାର୍ ପାଇ ତମ୍କେ କଇଲିନି, ପର୍ମେସରର୍ ରାଇଜେ ପୁର୍ବା ଅଦିକାର୍ ତମର୍ତେଇଅନି ଦାରିଜିବାଇ ଆରି ଜନ୍ ଦଲ୍ ଏ ରାଇଜର୍ ନିମାନ୍ ପଲ୍ ଦେକାଇ ପାର୍ବାଇ, ସେମନ୍କେ ସେଟା ଦିଆଅଇସି ।”
କାଇକେ ବଇଲେ ଜାକେ ଆଚେ, ତାକେ ଅଦିକ୍ ଦିଆଅଇସି । ଆରି ସେ ଅଦିକ୍ ଅଦିକ୍ ଲାବ୍ କର୍ସି । ମାତର୍ ଜାକେ ନାଇ ତାର୍ଲଗେ ଜାଇଟା ଆଚେ, ସେଟା ମିସା ତାରତେଇଅନି ଚାଡାଇ ନିଆଅଇସି ।
ଏ କାତାନି କଇସାରାଇଲା ପଚେ, ଜିସୁ ସେମନ୍କେ ପାଚାର୍ଲା, “ଏନ୍ତି ବଇଲେ ଅଙ୍ଗୁର୍ ବାଡର୍ ସାଉକାର୍ କାଇଟା କର୍ସି ? ସେ ଆସିକରି ଚାସିମନ୍କେ ମର୍ତେ ମାର୍ସି । ଆରି ଅଙ୍ଗୁର୍ ବାଡ୍ ବିନ୍ ଲକ୍ମନ୍କେ ଆଦିବାଗ୍ କର୍ବାକେ ଦେଇସି ।
ମାତର୍, ଗଟେକ୍ ବିସଇ ଆକା ସବୁର୍ଟାନେଅନି ମୁକିଅ । ସେଟା ମରିୟମ୍ ବାଚିକରି ନେଇଆଚେ । ସେଟା ତାର୍ଟାନେଅନି କେ ନେଇ ନାପାରତ୍ ।”
ମାତର୍ ଜେ ତାର୍ ମନ୍କଲାଟା ନାଜାନିକରି, ଡଣ୍ଡ୍ମିଲ୍ବା କାମ୍ କର୍ବାର୍ ଦାର୍ସି, ତାକେ ଅଲପ୍ ମାଡ୍ ଅଇସି । ଜନ୍ ଲକ୍କେ ଅଦିକ୍ ଦିଆଅଇରଇସି, ତାକେ ଅଦିକ୍ ଦାବି କରାଅଇସି । ଆରି ଲକ୍ମନ୍ ତାକେ ଜାର୍ଲଗେ ଅଦିକ୍ ସର୍ପି ଦେଲାଇଆଚତ୍, ଅଦିକ୍ ଅଦିକ୍ ଦାବି କର୍ବାଇ ।”
ସେଟାର୍ ପାଇ ସାଉକାର୍ ମୁକିଅ ଗତିଦାଙ୍ଗ୍ଡାକେ ଡାକି କଇଲା, “ତୁଇ ଟିକ୍ ସଙ୍ଗ୍ ଇସାବ୍ପତର୍ କରୁସ୍ ନାଇ ବଲି ମୁଇ ବେସି କାତା ସୁନ୍ଲିନି । ମର୍ ସବୁ ଡାବୁର୍ ଇସାବ୍ ମକେ ଦେ । କାଇକେ ବଇଲେ ତୁଇ ଆରି ମର ମୁକିଅ ଗତିଦାଙ୍ଗ୍ଡାର୍ କାମେ ନ ରଉସ୍ ।”
ମାତର୍ ଅବ୍ରାଆମ୍ କଇଲା, “ବାବୁରେ, ତୁଇ ଜିବନ୍ ରଇଲାବେଲାର୍ କାତା ମନେ ଏତାଇ ଦେକ୍ । ତର୍ ଜିବ୍ନେ ସବୁ ନିମାନ୍ ବିସଇ ପାଇରଇଲୁସ୍ । ଆରି ଲାଜାର୍ ସବୁ କାରାପ୍ ବିସଇ ପାଇଲା । ମାତର୍ ସେ ଏବେ ଏ ଜାଗାଇ ସାର୍ଦାଅଇ ଆଚେ । ଆରି ତୁଇ ବେସି କସ୍ଟ ପାଇଲୁସ୍ନି ।
“ସେଟାର୍ ପାଇ, ଜେନ୍ତାରି ସୁନ୍ସା, ସେ ବିସଇ ନେଇକରି ଜାଗ୍ରତ୍ ରୁଆ । କାଇକେବଇଲେ ଜାକେ ଆଚେ ତାକେ ଅଦିକ୍ ଦିଆଅଇସି । ଆରି ଜାକେ ନାଇ, ସେ ଜେତ୍କି ନିଜର୍ଟା ଆଚେ ବଲି ବାବ୍ସି, ସେ ଅଲପ୍ଟା ମିସା ତାର୍ଟାନେଅନି ନିଆଅଇସି ।”
ତେବେ କେ ମିସା ମର୍ପାଇ ଆରି ମର୍ ବାକିଅର୍ ଲାଜ୍ ଅଇସି, ଜେଡ୍କିବେଲେ ପର୍ମେସର୍ ପାଟାଇରଇବା ନର୍ପିଲା ମୁଇ ନିଜର୍ ଆରି ବାବାର୍, ଆରି ସୁକଲ୍ ଦୁତ୍ମନର୍ ମଇମାସଙ୍ଗ୍ ବାଉଡି ଆଇବି, ସେଡ୍କିବେଲେ ତାର୍ ବିସଇ ନେଇ ଲାଜ୍ଅଇବି ।
ମାତର୍ ପର୍ମେସର୍ ଜିବନ୍ ଦୁକାଇଲାଟା, ତାର୍ତେଇଅନି ଅଦିକ୍ ବପୁଆଚେ । ସେଟାର୍ପାଇ ସାସ୍ତର୍ କଇଲାନି, ଆଁକ୍ରିଆମନ୍କେ ପର୍ମେସର୍ ବିରଦ୍ କର୍ସି, ମାତର୍ ସୁଆଲେ ରଇବା ଲକ୍କେ ତାର୍ ଜିବନ୍ ଦୁକାଇ, ଦୟା କର୍ସି ।
ମର୍ପାଇ ରଇବା ଡାଟ୍ ଆଲାଦ୍ ମନେ ଏତାଆ । ପାପେଅନି ବାଉଡା । ଆରି ଆଗ୍ତୁ କର୍ତେରଇବା ନିକ କାମ୍ମନ୍ କରା । କାଇକେବଇଲେ ତମେ ପାପେଅନି ନ ବାଅଡ୍ଲେ, ମୁଇ ତମର୍ଟାନେ ଆଇବି ଆରି ତମର୍ ବତିଡାଣ୍ଡି ଗଟେକ୍ ଜାଗାଇଅନି ଆରି ଗଟେକ୍ ଜାଗାଇ ଗୁଚାଇଦେବି ।