20 “ଜନ୍ ଲକ୍ମନ୍ ବାକିଅ ସୁନ୍ଲା ଦାପ୍ରେ ସାର୍ଦା ସଙ୍ଗ୍ ମାନ୍ବାଇ, ସେଟା ପାକ୍ନାବାଡି ଜାଗାଇ ଅଦ୍ରିରଇବା ବିଅନ୍ ପାରା ।
ଜନ୍ ଲକ୍ମନ୍ ସରଗ୍ ରାଇଜର୍ ବାକିଅ ସୁନି ନ ବୁଜତ୍, ସଇତାନ୍ ଆସି ସେମନର୍ ମନ୍ ବିତ୍ରେ ଅନି ଜନ୍ଟା ବୁନାଅଇ ରଇସି, ସେଟା ଜିକି ଦାରିଜାଇସି । ଏଟା ଅଇଲାନି ବାଟେ ଅଦ୍ରି ରଇବା ବିଅନର୍ ଅରତ୍ ।”
ବାକିଅ ପୁରାପୁରୁନ୍ ତାକର୍ ମନ୍ ବିତ୍ରେ ଜାଇ ନ ରଏ ଜେ, ସେମନ୍ ସେଟା ବେସି ଦିନ୍ ମାନିକରି ରଇ ନାପାରତ୍ । ବାକିଅର୍ ଲାଗି କସ୍ଟ କି ବେମ୍ଜା ଆଇଲେ, ସେମନ୍ ଦାପ୍ରେସେ ସେଟା ଚାଡିଦେବାଇ ।
ଜେ ମାଙ୍ଗ୍ସି, ତାକେ ଦିଆଅଇସି, ଜେ କଜ୍ସି, ସେ ମିଲାଇସି, ଜେ କାପାଟେ ମାର୍ସି ତାର୍ପାଇ କାପାଟ୍ ଉଗାଡି ଦିଆଅଇସି ।
କାଇକେବଇଲେ ଏରଦ୍ ଜଅନ୍କେ ଗଟେକ୍ ଦରମ୍ ଆରି ସୁକଲ୍ ଲକ୍ ବଲି ଜାନି ଡର୍ତେ ରଇଲା, ଆରି ତାକେ ରକିଆ କର୍ବାକେ ଚେସ୍ଟା କର୍ତେରଇଲା । ଜେଡେବେଲେ ମିସା ତାର୍ କାତା ସୁନ୍ତେରଇଲା, ବେସି କିଲ୍ବିଲ୍ ଅଇତେରଇଲା । ଏଲେମିସା ସେଟା ସାର୍ଦା ସଙ୍ଗ୍ ସୁନ୍ତେରଇଲା ।
ଜଅନ୍ ଗଟେକ୍ ବତିପାରା ଲାଗିକରି ଅଲପର୍ ପାଇ ଉଜଲ୍ ଦେଇତେରଇଲା । ଆରି ତମେ ସେ ଉଜଲ୍, ଅଲପ୍ ଦିନର୍ ପାଇ ପାଇକରି ସାର୍ଦା ଅଇରଇଲାସ୍ ।
ସିମନ୍ ନିଜେ ପିଲିପ୍ ଜାନାଇରଇବା ମାପ୍ରୁର୍ ବାକିଅ ସୁନି ବିସ୍ବାସ୍ କଲା । ଆରି ପିଲିପ୍ ତାକେ ଡୁବନ୍ ଦେଲା । ସେ ପିଲିପର୍ ସଙ୍ଗ୍ ସବୁଜାଗାଇ ଜିବାର୍ ଦାର୍ଲା । ପିଲିପ୍ କରିରଇବା କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ଦେକିକରି ସେ କାବା ଅଇଜାଇତେରଇଲା ।