ମାତିଉ 13:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 କାଟାବୁଟା କେନ୍ତାର୍କି ସାନ୍ ବୁଟାମନ୍କେ ଚାପି ଗିଲିଦେଇସି, ସେନ୍ତାରି ଏ ଜଗତର୍ ପାଇଟି କାବାଡ୍ ଆରି ଦନ୍କେ ଲବ୍ ଅଇକରି, କେତେକ୍ ଲକ୍ମନର୍ ଟାନେ କେଟିରଇବା ବାକିଅ ନସାଇଦେଇସି । ସେମନ୍ କାଟାବୁଟାଇ ଅଦର୍ଲା ବିଅନ୍ ପାରା । ସେମନର୍ କାଇ ପସଲ୍ ନ ପାଚାଅତ୍ । အခန်းကိုကြည့်ပါ။ |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।