ମାତିଉ 13:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ସେ ଦିନେକ୍, ରାତିଆ ସଇଲା ବେଲେ, ତାର୍ ଗଟେକ୍ ବିରଦ୍ ଲକ୍ ଆସି ସେ ଜମିଟାନେ ଗାଁସ୍ ମୁଞ୍ଜି ବୁନି ଦେଇ, ଉଟିଗାଲା । အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।
ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।