27 ସେ ଲକର୍ ଦାଙ୍ଗ୍ଡାମନ୍ ଆସି କଇଲାଇ, “ ଏ ସାଉକାର୍ ତମେ ଜମିଟାନେ ନିକ ବିଅନ୍ ବୁନିରଇଲାସ୍, ଏତେକ୍ମାଣ୍ଡ୍ ଜୁଡ୍ ଗାଁସ୍ କନ୍ତିଅନି ଆଇଲା ?”
ସେ ଦିନେକ୍, ରାତିଆ ସଇଲା ବେଲେ, ତାର୍ ଗଟେକ୍ ବିରଦ୍ ଲକ୍ ଆସି ସେ ଜମିଟାନେ ଗାଁସ୍ ମୁଞ୍ଜି ବୁନି ଦେଇ, ଉଟିଗାଲା ।
ଜେଡେବେଲେ ଗଚ୍ ବଡି କେଡ୍ ଦାର୍ଲା, ମଜାଇମଜାଇ ଜୁଡ୍ ଗାଁସ୍ ଡିସ୍ଲା ।
ଜମି ସାଉକାର୍ କଇଲା, ମର୍ ବିରଦି ଲକ୍ ଗଟେକ୍ ଏନ୍ତି କଲାଆଚେ । ସେମନ୍ ପାଚାର୍ଲାଇ, “ତେବେ ଆମେ ଜାଇ ସେ ଜୁଡ୍ ଗାଁସ୍ମନ୍କେ ଜିକି ପିଙ୍ଗିଦେବୁ କି ?”
ସରଗ୍ ରାଇଜ୍ କେନ୍ତିଟା, ଏଟାର୍ ପାଇ ଆରି ଗଟେକ୍ କାତା ସୁନା । ଦିନେକ୍ ଗଟେକ୍ ଲକ୍ ସାକାଲ୍ ସାକାଲ୍ ତାର୍ ଅଙ୍ଗୁର୍ ବାଡେ କାମ୍ କରାଇବାକେ କୁଲିଆର୍ମନ୍କେ କଜ୍ବାର୍ ବାରଇଲା ।
ଏ ମର୍ ବାଇବଇନିମନ୍, ମୁଇ ତମ୍କେ ବାବୁଜିଆ କଲିନି, ତମେ ଜାଗ୍ରତ୍ ଅଇକରି ରୁଆ । ତମର୍ ବିସ୍ବାସ୍ ଆରି ଗଟେକ୍ ମନ୍ ଅଇରଇବାଟା ଜନ୍ ଲକ୍ମନ୍ ବେଗ୍ଲାଇବାକେ ଚେସ୍ଟା କଲାଇନି, ତାକର୍ଟାନେଅନି ଦୁରିକେ ରୁଆ । କାଇକେବଇଲେ, ତମେ ଜନ୍ ସିକିଆ ପାଇଆଚାସ୍, ତାର୍ ବିରଦ୍ କଲାଇନି ।
ଜଦି ତିମତି ତମର୍ଟାନେ ଆଇଲେ, ତାକେ ଗତିଆ କରି ଡାକିନିଆ । କାଇକେବଇଲେ ସେ ମିସା ମର୍ପାରା ମାପ୍ରୁର୍ କାମ୍ କଲାନି ।
ତେବେ ପର୍ମେସରର୍ ଏ କାମେ, ଆମେ କାମ୍କରୁମନ୍ ଅଇଲୁଆଚୁ ଜେ, ତମ୍କେ ଆମେ ବାବୁଜିଆ କଲୁନି । ତମେ ତାର୍ ଜିବନ୍ ଦୁକାଇଲାଟା ମିଲାଇ ଆଚାସ୍ । ସେଟା ଚୁଚାଇ ନ ଅ ।
ତାର୍ ବାଦୁଲେ ଆମେ ଜାଇଟା କଲେ ମିସା ପର୍ମେସରର୍ ସେବାକାରିଆ ଇସାବେ କଲୁନି । ଜେନ୍ତିକି, କିରିସ୍ଟର୍ ଲାଗି ଉଡାସୁନ୍ବା ଟାନେ, ଦୁକ୍ କସ୍ଟ ଟାନେ, ଆମେ ସାଆସ୍ ଅଇ ମୁର୍ଚିକରି ଆଚୁ ।
ଏ ବିସ୍ବାସେ ବିସ୍ଦେବା ଲକ୍ମନ୍, ତମେ କାଇ ନାଜାନାସ୍ କି ଜଗତ୍କେ ଆଲାଦ୍ କରୁମନ୍ ପର୍ମେସରର୍ ସତ୍ରୁ ବଲିକରି ? ଜନ୍ଲକ୍ ଏ ଜଗତର୍ ଚଲାଚଲ୍ତି ଆଲାଦ୍ କର୍ବାଇ ସେମନ୍ ପର୍ମେସରର୍ ବିରଦି ।