28 ଜମି ସାଉକାର୍ କଇଲା, ମର୍ ବିରଦି ଲକ୍ ଗଟେକ୍ ଏନ୍ତି କଲାଆଚେ । ସେମନ୍ ପାଚାର୍ଲାଇ, “ତେବେ ଆମେ ଜାଇ ସେ ଜୁଡ୍ ଗାଁସ୍ମନ୍କେ ଜିକି ପିଙ୍ଗିଦେବୁ କି ?”
ସେ ଲକର୍ ଦାଙ୍ଗ୍ଡାମନ୍ ଆସି କଇଲାଇ, “ ଏ ସାଉକାର୍ ତମେ ଜମିଟାନେ ନିକ ବିଅନ୍ ବୁନିରଇଲାସ୍, ଏତେକ୍ମାଣ୍ଡ୍ ଜୁଡ୍ ଗାଁସ୍ କନ୍ତିଅନି ଆଇଲା ?”
ସାଉକାର୍ କଇଲା, “ନାଇ, ଜୁଡ୍ ଗାଁସ୍ ଜିକ୍ବାବେଲେ କେଡେବଲ୍ ଦାନ୍ବୁଟା ମିସା ଜିକିଅଇଜାଇସି ।
ଏ ବାଇବଇନିମନ୍, ଆମେ ତମ୍କେ ଗୁଆରି କଲୁନି । ପାଇଟି କାବାଡ୍ ନ କରି ବାଡୁ ଅଇ ରଇବା ଲକ୍ମନ୍କେ ଜାଗ୍ରତ୍ କରା । ତାକ୍ଲା ପୁଣ୍ଡ୍ଲା ଲକ୍ମନ୍କେ ଜତନ୍ କରା । ଡର୍ବା ଲକ୍ମନ୍କେ ସାଆସ୍ ଦିଆସ୍ । ଲକ୍ମନର୍ କୁଆ କାତା ମୁର୍ଚି କରି ରୁଆ ।