ମାତିଉ 13:30 - ସତିଅର୍ ବାଟ୍ ନୁଆ ନିୟମ୍ 202030 କାଟ୍ବା ଜାକ ଦାନ୍ ଆରି ଜୁଡ୍ ଗାଁସ୍ ମିସ୍ତେ ବଡ । କାଟ୍ବା ଲକ୍ମନ୍କେ କଉଁ ସେମନ୍ ପର୍ତୁମ୍ ଜୁଡ୍ ଗାଁସ୍ କାଟି ବାରା ବାନ୍ଦି ପଡାଇ ଦେଅତ୍ । ତାର୍ ପଚେ ଦାନ୍ କାଟି ମାଣ୍ଡାଇ କଲ୍କିଟାନେ ସଙ୍ଗଉ ।” အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।