45 ଆରି ସରଗ୍ ରାଇଜ୍ ଏନ୍ତାରି, ଗଟେକ୍ ସୁନାରି ବେସି ମୁଲିଅର୍ ମୁକ୍ତା କଜି କଜି ରଇଲା ।
ଜିସୁ ତାର୍ ସିସ୍ମନ୍କେ ଆରି ଗଟେକ୍ ବିସଇ କାତାନି ଇସାବେ କଇଲା, ସରଗ୍ ରାଇଜ୍ ଏନ୍ତାରି ଗଟେକ୍ ଲକର୍ ପାରା । ସେ ଲକ୍ ତାର୍ ଜମିଟାନେ ନିକ ବିଅନ୍ ବୁନ୍ଲା ।
ଗଟେକ୍ ବେସି ମୁଲିଅର୍ ମୁକ୍ତା ରଇଲାଟା ସୁନି, ସେ ତାର୍ ସବୁ ଦନ୍ ସଁପତି ବିକି ସେଟା ଗେନ୍ଲା । ସରଗ୍ ରାଇଜ୍ ମିସା ସେ ମୁକ୍ତା ପାରା ।
ଜଦି ଗଟେକ୍ ଲକ୍, ଗୁଲାଇ ଜଗତ୍ ଜିତିକରି ନିଜର୍ ଜିବନ୍ ଆରାଇଦେଇସି ବଇଲେ ସେଟା କାଇ ଲାବ୍ ? ଜିବନ୍ ବାଉଡାଇ ପାଇବାକେ ଆଲେ ସେ କାଇଟା ମିସା ଦେଇ ନାପାରେ ।
ମାତର୍ କବର୍ ପାଇରଇଲା ଲକ୍ମନ୍ ଏ କାତା ନ ମାନିକରି ନିଜର୍ ନିଜର୍ ପାଇଟି କର୍ବାର୍ ଦାର୍ଲାଇ । କେତେ ଲକ୍ ବାରଇକରି ପଦାଇ ଉଟିଗାଲାଇ । ଆରି କେତେକ୍ ଲକ୍ ତାକର୍ ଦୁକାନେ ଉଟିଗାଲାଇ ।
ସୁକଲ୍ ଦିନ୍ସୁ କୁକୁର୍ମନ୍କେ ଦିଆସ୍ ନାଇ, ସେମନ୍ ପାସ୍ଲିକରି ତମ୍କେ ଚାବିପାକାଇବାଇ । ଗୁସ୍ରି ମନର୍ ମୁଆଟେ ମୁକ୍ତା ପାକାଆ ନାଇ, ସେମନ୍ ମୁକ୍ତାର୍ ମୁଲିଅ ନ ବୁଜିକରି ମାଣ୍ଡିପାକାଇବାଇ ।