ମାତିଉ 13:47 - ସତିଅର୍ ବାଟ୍ ନୁଆ ନିୟମ୍ 202047 ସରଗ୍ ରାଇଜ୍ ଗଟେକ୍ ମାଚ୍ ଦାର୍ବା ଜାଲ୍ ପାରା । କେଉଟ୍ମନ୍ ଗାଡେ ଜାଲ୍ ପାକାଇ ବିନ୍ବିନ୍ ରକାମର୍ ମାଚ୍ ଦାର୍ବାଇ । အခန်းကိုကြည့်ပါ။ |
ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।