5 ଆରି ଅଦେକ୍ ମାଟି ଉନାରଇ ଜବର୍ ପାକ୍ନା ରଇବା ପଦାଇ ଅଦର୍ଲା । ତେଇ ମାଟି ବଉଲ୍ ନ ରଇଲାଜେ ଦାପ୍ରେ ଆଁକ୍ରି ଗାଜା ଅଇଲା ।
“ଜନ୍ ଲକ୍ମନ୍ ବାକିଅ ସୁନ୍ଲା ଦାପ୍ରେ ସାର୍ଦା ସଙ୍ଗ୍ ମାନ୍ବାଇ, ସେଟା ପାକ୍ନାବାଡି ଜାଗାଇ ଅଦ୍ରିରଇବା ବିଅନ୍ ପାରା ।
ଚାସି ସେ ଜମିଟାନେ ବିଅନ୍ ବୁନ୍ବା ବେଲେ କେତେଟା ମୁଞ୍ଜି ମଜା ବାଟେ ଅଦର୍ଲାଜେ ସେଟା ଚଡଇମନ୍ ଆସି କାଇଦେଲାଇ ।
ମାତର୍ ଗାଜାର୍ ଚେର୍ ବିତ୍ରେ ଜାଏ ନାଇଜେ, କାରା କଲାକେ ସେଟା ସୁକିଗାଲା ।
ସେନ୍ତାର୍ ସେ, ଜନ୍ଲକ୍ମନ୍ ବାକିଅ ସୁନ୍ଲା ଦାପ୍ରେ ସାର୍ଦା ଅଇ ସେଟା ମାନ୍ବାଇ, ସେଲକ୍ ପାକ୍ନା ରଇବା ଜାଗାଇ ଅଦର୍ଲା ବିଅନ୍ ପାରା ।
ଆରି କେତେକ୍ ବିଅନ୍ ଉନା ମାଟିରଇ ତଲେ ପାକ୍ନା ରଇଲା ବୁଏଁ ଅଦର୍ଲା, ଆରି ମାଟି ଉନା ରଇଲାକେ ଦାପ୍ରେ ଗାଜା ଅଇଲା ।