53 ଜିସୁ ଏ ଉଦାଅରଣ୍ କଇସାରାଇ, ସେ ଜାଗା ଚାଡି ଉଟିଗାଲା ।
ଆରି ସେ କେତେକ୍ କେତେକ୍ ବିସଇ, ଉଦାଅରଣ୍ ଦେଇ, ସିକାଇତେ ରଇଲା । ସେ କଇଲା, “ଗଟେକ୍ ଚାସି ତରେକ୍ ବିଅନ୍ ବୁନ୍ବାର୍ ବାରଇଲା ।
ଜିସୁ ସେମନ୍କେ କଇଲା, “ଜେନ୍ତାର୍କି ଗଟେକ୍ ଗରର୍ ଲକ୍, ତାର୍ ବାଣ୍ଡାର୍ ଗରେଅନି ତାକେ ଦର୍କାର୍ ଅଇବା ଇସାବେ ନୁଆ ଦିନ୍ସୁ ଆରି ପୁର୍ନା ଦିନ୍ସୁ ବାର୍କରାଇସି । ସରଗ୍ ରାଇଜେ ସିସ୍ ଅଇରଇବା ଗଟେକ୍ ଦରମ୍ ଗୁରୁ ସମାନ୍ ସେନ୍ତାରିସେ କର୍ସି ।”
ସାରାସାରି ଜାକ ଜିସୁ ସିକିଆ ଦେବାଟାନେ ଏ ସବୁ କାତା ସୁନିକରି ଲକ୍ମନ୍ କାବା ଅଇଗାଲାଇ ।