7 ଆରି କେତେଟା ବିଅନ୍ କାଟାବୁଟା ବିତ୍ରେ ଅଦର୍ଲା, ଆରି କାଟାବୁଟା ଆଁକ୍ରି ଗାଜା ଅଇଲା । ବିଅନର୍ ଚାରିବେଡ୍ତି ବର୍ଡି ଜାଇ ସେଟା ସବୁ ଗିଲିଦେଲା ।
କାଟାବୁଟା କେନ୍ତାର୍କି ସାନ୍ ବୁଟାମନ୍କେ ଚାପି ଗିଲିଦେଇସି, ସେନ୍ତାରି ଏ ଜଗତର୍ ପାଇଟି କାବାଡ୍ ଆରି ଦନ୍କେ ଲବ୍ ଅଇକରି, କେତେକ୍ ଲକ୍ମନର୍ ଟାନେ କେଟିରଇବା ବାକିଅ ନସାଇଦେଇସି । ସେମନ୍ କାଟାବୁଟାଇ ଅଦର୍ଲା ବିଅନ୍ ପାରା । ସେମନର୍ କାଇ ପସଲ୍ ନ ପାଚାଅତ୍ ।
ମାତର୍ ଗାଜାର୍ ଚେର୍ ବିତ୍ରେ ଜାଏ ନାଇଜେ, କାରା କଲାକେ ସେଟା ସୁକିଗାଲା ।
ମାତର୍ ଆରି ବାକି ସବୁ ବିଅନ୍ ନିକ ବୁଏଁ ଅଦ୍ରି ବୁଟା ଅଇ ବଡିକରି ପଲ୍ ଦାର୍ଲା । କେତେଟା ବୁଟାଇ ତିରିସ୍ ବାଗ୍, ସାଟେ ବାଗ୍, ଆରି ସଏ ବାଗ୍ ଅନି ଅଦିକ୍ ପଲ୍ଦାର୍ଲା ।”
ଆରି କେତେକ୍ ବିଅନ୍ କାଟା ବୁଟା ମଜାଇ ଅଦର୍ଲା, ଆରି କାଟା ବୁଟାମନ୍ ଉଟି ବଡିକରି ଗାଜା ଅଇ ସବୁକେ ଚାପି ପାକାଇଲାଇ । ଚାପିଦେଲାକେ କାଇ ଦାନ୍ ମିସା ଅଏ ନାଇ ।
କେତେଟା କାଟାବୁଟାମନର୍ ମଜାଇ ଅଦର୍ଲା । କାଟାବୁଟାମନ୍ ଦାପ୍ରେ ବଡିକରି ଆଁକର୍ଲାଟାମନ୍କେ ଚାପିଦେଲା ।