9 ଜିସୁ ଉଦାଅରଣ୍ ସାରାଇକରି କଇଲା, “ଜାକେ ସୁନ୍ଲା ପାରା କାନ୍ ଆଚେ, ସେ ସୁନ ।”
ଜାକେ କାନ୍ଆଚେ, ସେ ସୁନ ।
ପଚେ ସିସ୍ମନ୍ ଜିସୁର୍ ଲଗେ ଆସି ପାଚାର୍ଲାଇ, “ତମେ ଲକ୍ମନ୍କେ ସିକାଇଲା ବେଲେ କାଇକେ ଉଦାଅରଣ୍ ଇସାବେ କଇଲାସ୍ନି ?”
“ତମେ କେଡେକ୍ ନିକ କରମର୍ ଲକ୍ ! ତମେ ଦେକି ପାର୍ଲାସ୍ନି ଆରି ସୁନି ପାର୍ଲାସ୍ନି !
ଜଦି ଜାକେ ନିକ ସଙ୍ଗ୍ ସୁନ୍ବାର୍ ଆଚେ, ସେ ନିକ ସଙ୍ଗ୍ ସୁନ ।”
ଆରି ଜିସୁ କଇଲା, “ଜାକେ ସୁନ୍ବାକେ କାନ୍ ଆଚେବଇଲେ, ସେ ମନ୍ଦେଇ ସୁନ ।”
ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ ଦିଆନ୍ ଦେଇ ସୁନା । ଜନ୍ ଲକ୍ କାରାପ୍କେ ଆରାଇକରି ଜିତ୍ସି, ପଚର୍ ମରନେ ସେମନ୍ ଡଣ୍ଡ୍ ନ ପାଅତ୍ ।
ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ଦିଆନ୍ ଦେଇ ସୁନା । ଜେ ଜିତ୍ସି, ସେମନ୍କେ ଲୁଚାଇକରି ସଙ୍ଗଇରଇବା ମାନା ଦେବି । ନୁଆ ନାଉଁ ଲେକିରଇବା ଗଟେକ୍ ଦବ୍ ପାକ୍ନା ମିସା ସେମନ୍କେ ଦେବି ।
ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ ଦିଆନ୍ ଦେଇ ସୁନା ।
ଆତ୍ମା ମଣ୍ଡଲିମନ୍କେ କଇବାଟା ମନ୍ଦିଆନ୍ ଦେଇକରି ସୁନା । ଜେ ଜିତ୍ସି, ତାକେ ମୁଇ ପର୍ମେସରର୍ ବାଡେ ପଲିରଇବା ଜିବନ୍ ଗଚର୍ ପଲ୍ କାଇବାକେ ଦେବି ।