16 ମାତର୍ ଜିସୁ ସେମନ୍କେ କଇଲା, “ସେମନ୍ ଇତିଅନି ନ ଜାଅତ୍ । ତମେ ସେମନ୍କେ କାଇଟାଆଲେ କାଇବାକେ ଦିଆସ୍ ।”
ସେଦିନେ ସଞ୍ଜ୍ବେଲାଇ, ସିସ୍ମନ୍ ଆସି ତାକେ କଇଲାଇ, “ବେସି ଅଲ୍ସମ୍ ଅଇଗାଲାନି । ଆରି ଏଟା ଗଟେକ୍ କିନରା ଜାଗା, ଲକ୍ମନ୍କେ କଇଦିଆସ୍, ସେମନ୍ ଗାଉଁମନ୍କେ ଜାଇ କାଦି ମିଲାଇବାଇ ।”
ସିସ୍ମନ୍ କଇଲାଇ, “ଆମର୍ ଟାନେ ଏକାଇ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ସେ ଆଚେ ।”
ଜଅନ୍ ସେମନ୍କେ କଇଲା “ଜାର୍ଟାନେ ଦୁଇଟା ପିନ୍ଦ୍ବା ଲୁଗା ଆଚେ, ଜାକେ ନାଇ, ତାକେ ସେ ଗଟେକ୍ ଦେଅ, ଆରି ଜାର୍ଟାନେ କାଦି ଆଚେ, ସେ ମିସା ସେନ୍ତାରି ବାଟା କରି ଦେଅ ।”
ଇସ୍କାରିୟତ୍ ଜିଉଦାର୍ ଲଗେ ଡାବୁ ପେଡି ରଇଲାଜେ କେତେଟା ସିସ୍ମନ୍ ପାଚାର୍ଲାଇ, “ପରବ୍ ପାଇ କାଇକାଇଟା ଦର୍କାର୍ ଆଚେ, ସେଟାର୍ପାଇ ନଇଲେ ଗରିବ୍ ଲକ୍ମନ୍କେ ଦାନ୍ଦେବାକେ ଜିସୁ ତାକେ କଇଲାଆଚେ ।”