18 ଜିସୁ କଇଲା, “ସେଟା ମର୍ଟାନେ ଦାରିଆସା ।”
ସିସ୍ମନ୍ କଇଲାଇ, “ଆମର୍ ଟାନେ ଏକାଇ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ସେ ଆଚେ ।”
ଜିସୁ ସବୁଲକ୍କେ ଗାଁସ୍ ଉପ୍ରେ ବସାଇବାକେ କଇଲା । ସେ ପାଁଚ୍ଟା ରୁଟି ଆରି ଦୁଇଟା ମାଚ୍ ଦାରି ସରଗ୍ବାଟେ ଦେକି ପର୍ମେସର୍କେ ଦନିଅବାଦ୍ ଦେଲା, ଆରି ରୁଟି ବାଙ୍ଗାଇ କରି ସିସ୍ମନ୍କେ ଦେଲା । ସିସ୍ମନ୍ ସବୁଲକ୍କେ ବାଟାକରି ଦେଲାଇ ।
ତେଇ ଜିସୁ ସେ ସବୁ ଲକ୍ମନ୍କେ ବୁଏଁ ବସ୍ବାକେ କଇଲା, ଆରି ସେ ସାତ୍ଟା ରୁଟି ଦାରିକରି ପର୍ମେସର୍କେ ଦନିଅବାଦ୍ ଦେଇ ସେଟା ସବୁ ବାଙ୍ଗାଇକରି ବାଟାକରିଦେବାକେ ତାର୍ ସିସ୍ମନ୍କେ ଦେଲା । ଆରି ସେମନ୍ ଲକ୍ମନ୍କେ ସେଟା ବାଟାକଲାଇ ।
ଜିସୁ ତାର୍ ସିସ୍ମନ୍କେ କଇଲା, “ଲକ୍ମନ୍କେ ଗାଁସ୍ ଉପ୍ରେ ବସାଆ ।” ସେ ପଡିଆଇ ବେସି ଗାଁସ୍ ରଇଲା । ଗାଁସ୍ ଉପ୍ରେ ସବୁଲକ୍ ବସ୍ଲାଇ । ଆରି ତେଇ ଅବ୍କା ମୁନୁସ୍ ପିଲାସେ ପାଁଚ୍ ଅଜାର୍ ଲକ୍ ରଇଲାଇ ।