34 ଜିସୁ ଆରି ତାର୍ ସିସ୍ମନ୍ ଗାଡ୍ଲଙ୍ଗିକରି ଗିନେସରତ୍ ଜାଗାଇ କେଟ୍ଲାଇ ।
ଆରି ତେଇର୍ ଲକ୍ମନ୍ ଜିସୁକେ ଚିନିକରି ଲଗେ ପାକେ ରଇବା ଚାରିବେଡ୍ତିର୍ ସବୁ ଜାଗାଇ କବର୍ ପାଟାଇଲାଇ ଆରି ରଗି ଲକ୍ମନ୍କେ ତାର୍ ଲଗେ ଆନ୍ଲାଇ ।
ଦିନେକ୍ ଜିସୁ ଗିନେସରତ୍ ଗାଡ୍କଣ୍ଡି ଟିଆଅଇରଇଲା ବେଲେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇ ପର୍ମେସରର୍ ବାକିଅ ସୁନ୍ତେରଇଲାଇ ।